୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ସଂଘର ସଭାପତି ଜଗବନ୍ଧୁ ସିଂହ, କୋଷାଧ୍ୟକ୍ଷ କୈଳାସ ଚନ୍ଦ୍ର ଦଣ୍ଡସେନା, ଅଭିମନ୍ୟୁ ପୂଜାରି, କପିଳ ମହାଙ୍କୁଡଙ୍କ ସମେତ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ଦାବିପତ୍ରରେ ମୁଖ୍ୟତଃ କେନ୍ଦ୍ର ଅନୁରୂପ ଚିକିତ୍ସା ଭତ୍ତା,କ୍ୟାସଲେସ ସ୍ବାସ୍ଥ୍ୟ ବୀମା ଯୋଜନା ୬୦ ବର୍ଷରୁ ଲାଗୁ କରିବା, ପିଜିପିଏ ବିଭାଗର ପୂନଃ ସ୍ଥାପନ, ୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ଭଳି ୮ଟି ଦାବି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri