ବିଭିନ୍ନ ଦାବି ନେଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ବିଡିଓଙ୍କୁ ଦାବିପତ୍ର

କୋଟପାଡ଼,୧୯ା୯(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ବ୍ଲକ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ତରଫରୁ ବତାଶନା ପଞ୍ଚାୟତର ଶତାଧିକ ମହିଳା ପୁରୁଷ, କର୍ମୀ ଶୁକ୍ରବାର କେନ୍ଦୁଗୁଡ଼ା ଛକରେ ଏକତ୍ରିତ ହେଇ ରାଲି ବାହାରି ଜାତୀୟ ରାଜପଥ ପରିକ୍ରମା କରି ସ୍ଥାନୀୟ ତହସିଲଦାର ଏବଂ ବିଡିଓଙ୍କୁ ୫ ଦଫା ଦାବିପତ୍ର ଦେଇଥିଲେ। ଏଥିରେ ପଞ୍ଚୟତର ସମସ୍ତ ରାସ୍ତା ପକ୍କା କରିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଯୋଗାଇବା, ବୃଦ୍ଧାବୃଦ୍ଧମାନଙ୍କ ସହ ବିଧବା ଓ ଭିନ୍ନକ୍ଷମ ହିତାଧିକାରୀକାରୀଙ୍କୁ ୫୦୦୦/- ଭତ୍ତା ପ୍ରଦାନ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, କଶମଗୁଡ଼ାକୁ ରାଜସ୍ବ ଗ୍ରାମ ଭାବେ ଘୋଷଣା ଇତ୍ୟାଦିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ:  ସଭାପତି, ସମ୍ପାଦକ ପ୍ରାର୍ଥୀ କଲେ ନାମାଙ୍କନ ପ୍ରତ୍ୟାହାର 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ  ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri