ନିୟମିତ ଶିକ୍ଷକ ମାନ୍ୟତା ଦାବି

କେନ୍ଦୁଝର,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ଶିକ୍ଷାଦାନ କରୁଥିବା କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ଆଜି ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିକ୍ଷକମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ୨୦୧୫ ମସିହାରୁ ଶିକ୍ଷା ସହାୟକ/ସହାୟିକା ଭାବରେ ବିଭିନ୍ନ ସ୍କୁଲରେ ଚାକିରି କରିଆସୁଛନ୍ତି। ଇତି ମଧ୍ୟରେ ୬ ବର୍ଷ ହେଲା ଚାକିରି କରିସାରିଥିଲେ ହେଁ ସରକାରଙ୍କ ନିୟମ ମୁତାବକ ସେମାନଙ୍କୁ ନିୟମିତ କରାଯାଉ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଫଳରେ ସେମାନେ ସରକାରୀ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଏଣୁ ଏନେଇ ତୁରନ୍ତ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?