ସରକାରୀ ବସକୁ ଭାୟା କେସିଙ୍ଗା-ଅମାଠ ଛକ-ମ.ରାମପୁର ଦେଇ ଚଳାଇବାକୁ ମନ୍ତ୍ରୀଙ୍କ ନିକଟରେ ଦାବି

କେସିଙ୍ଗା, ୨୪ା୨(ତୁମେଶ୍ଵର ସାହୁ): କଳାହାଣ୍ଡି ଗଞ୍ଜାମ ଜିଲା ସହିତ ଏକ ବ୍ୟବସାୟିକ ସଂପର୍କ ରହିଆସିଛି। ବ୍ୟବସାୟ ବାଣିଜ୍ୟ ସହିତ ପାଠପଢା ଓ ଅନ୍ୟାନ୍ୟ କାର୍ଯ୍ୟରେ ପ୍ରାୟ ପ୍ରତ୍ୟହ ଅନେକ ଯାତ୍ରୀ, ଛାତ୍ରଛାତ୍ରୀ ବ୍ରହ୍ମପୁରକୁ ଯିବାଆସିବା କରିଥାନ୍ତି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ତାଳୁକ ବାଣାୟତ ଓଡ଼ିଆ ସମାଜର ସଭାପତି ଝଡ଼ିଆ ସ୍ୱାଇଁ ,ସାଧାରଣ ସଂପାଦକ ରମେଶ କୁମାର ଜେନାଙ୍କ,ପକ୍ଷରୁ ବାଣିଜ୍ୟ ଓ ପରିବହନ ,ଖଣି ଇସ୍ପାତ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। ବର୍ତ୍ତମାନ ଭବାନୀପା ପାଟଣାରୁ ବ୍ରହ୍ମପୁରକୁ ମାତ୍ର ଗୋଟିଏ ସରକାରୀ ବସ ଚଳାଚଳା କରୁଛି ।

ଯାହା ଭବାନୀପାଟଣାରୁ ସିଧା ବାହାରି ମ.ରାମପୁର ଦେଇ ବ୍ରହ୍ମପୁର ଯାଉଛି । ଯଦି ଏହି ସରକାରୀ ବସଟି ବାନୀପାଟଣାରୁ ବାହାରି ଭାୟା କେସିଙ୍ଗା-ଅମାଠ ଛକ – ମ.ରାମପୁଚ ଦେଇ ବ୍ରହ୍ମପୁର ଯାଆନ୍ତା ତେବେ ଭବାନୀପାଟଣା ଅଞ୍ଚଳ ସହିତ କେସିଙ୍ଗା ବ୍ଲକ, ସହ ଏନ ଏ ସି ,ବଲାଙ୍ଗୀର ଜିଲାର ବେଲଗା, ନର୍ଲା, କର୍ଲାମୁଣ୍ଡା , ମ.ରାମପୁର ବ୍ଳକ ସହିତ ଲୋକଙ୍କ ସୁବିଧା ପାଇ ପାରନ୍ତେ। ଏହି ସମସ୍ୟାକୁ ନେଇ
କଳାହାଣ୍ଡି ତାଳୁକ ବାଣାୟତ ଓଡିଆ ସମାଜ ତରଫର ମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି…

ଦିଗପହଣ୍ଡିରେ ଭାରତ ବନ୍ଦ ପ୍ରଭାବ: ବନ୍ଦ ରହିଲା ଦୋକାନ ବଜାର, ଗାଡ଼ି ଚଳାଚଳ; ରାଜ୍ୟ ରାଜପଥକୁ…

ଦିଗପହଣ୍ଡି,୧୨|୨(ଅଶେଷ ନାଥ ମିଶ୍ର) ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ  ଗୁରୁବାର ସର୍ବଭାରତୀୟ ସ୍ତରରେ ଡ଼ାକରା ଦିଆଯାଇଥିବା ଭାରତ ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି।…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ: କଠିନ ପରିଶ୍ରମ କରି…

ଦିଗପହଣ୍ଡି,୧୨ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି। ଶିକ୍ଷକ ଜଗଦୀଶ ସାହୁ ବେଦମନ୍ତ୍ର ପାଠ କରିବା ପରେ…

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ…

ପୁଣି ଥରେ ଅଜିତ ହେଲେ କଳାହାଣ୍ଡି ଜିଲା ଛାତ୍ର ବିଜେଡି ସଭାପତି, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା, ୧୨ା୨(ପ୍ରଦୀପ କୁମାର ସାହୁ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri