ମାନମୁଣ୍ଡାକୁ NAC ଘୋଷଣା ଦାବି: ୧୨ ଘଣ୍ଟିଆ ବନ୍ଦ ଡାକରା, ଯାତାୟାତ ଠପ୍‌

କଣ୍ଟାମାଳ,୨୩।୯( ଆଦିତ୍ୟଶ୍ୱେର ମିଶ୍ର): ବୌଦ୍ଧ ଜିଲା ମାନମୁଣ୍ଡାକୁ ଏନଏସି ଘୋଷଣା ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ବନ୍ଦ ପାଳନ ହୋଇଛି। ନିର୍ବାଚନ ପୂର୍ବରୁ ମାନମୁଣ୍ଡାକୁ ସରକାର ଏନଏସି ଘୋଷଣା କରିଥିଲେ। କିନ୍ତୁ ନିର୍ବାଚନ ପରେ ବର୍ତ୍ତମାନର ରାଜ୍ୟର ଅନେକ ସ୍ଥାନକୁ ଏନଏସି ଘୋଷଣା କରିଥିବାବେକେ ମାନମୁଣ୍ଡା ବାଦ ପଡ଼ିଛି। ଏ ନେଇ ମାନମୁଣ୍ଡା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏନଏସି ଘୋଷଣା ଦାବିରେ ୧୨ ଘଣ୍ଟିଆ ବନ୍ଦ କରାଯାଇଛି। ବନ୍ଦ ଫଳରେ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ଠପ୍‌ ହୋଇଛି । ଏହାସହ ଦୋକାନ ବଜ଼ାର ସହ ସରକାରୀ କାର୍ଯ୍ୟାଳୟ ବନ୍ଦ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ସପ୍ତାହେ ହେଲା ନିଖୋଜ ଥିଲେ, ପରିତ୍ୟକ୍ତ କୋଠାରୁ ଜବତ ହେଲା ମୃତଦେହ; କାରଣ ଖୋଜୁଛି…

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ନିକଟ ଚାଞ୍ଚଡାପଲ୍ଲୀ ଗ୍ରାମ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ପରିତ୍ୟକ୍ତ କୋଠାରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଅଭିଷେକ ହେଲେ ଦିଗପହଣ୍ଡି ବ୍ଳକ ଟପ୍ପର 

ଦିଗପହଣ୍ଡି,୨|୫(ଅଶେଷ ନାଥ ମିଶ୍ର) ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ବୋର୍ଡ଼ ବାର୍ଷିକ ପରୀକ୍ଷା ଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଥିବା ବେଳେ ଦିଗପହଣ୍ଡି …

ପ୍ରବାସୀ ଶ୍ରମିକ ଦମ୍ପତିଙ୍କ ପୁଅ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ, ଇଞ୍ଜିନିୟର ହେବା ସହ ସଫଳ…

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ) – ଶନିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି ।ଏଥିରେ ଜିଲାର ୪୬ଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଅର୍ଥାତ୍…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri