ଗ୍ରେଡ୍‌ ପେ’ ବୃଦ୍ଧି ଦାବିରେ ମୁଖ୍ୟ ଶାସନ ସଚିବଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଅମଲା ସଂଘର ମିଳିତ ମଞ୍ଚ ପକ୍ଷରୁ ଗ୍ରେଡ୍‌ ପେ’ ବୃଦ୍ଧି ଦାବିରେରେ ବୁଧବାର ରାଜ୍ୟ ମୁଖ୍ର ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ସବ ରେଜିଷ୍ଟ୍ରାର କାଳିପ୍ରସାଦ ଧଳଙ୍କୁ ପ୍ରଦାନ କରିଛନ୍ତି। ଜିଲାସ୍ତରରେ କାର୍ଯ୍ୟରତ ସମସ୍ତ ଅମଲାଙ୍କୁ ଯୋଗ୍ୟତା ଭିତ୍ତିରେ ଗ୍ରେଡ୍‌ ପେ’ ୪,୨୦୦ ପ୍ରଦାନ କରିବା ଲାଗି ଦାବି କରିଛନ୍ତି। ଏହି ଦାବିକୁ ସରକାର ତୁରନ୍ତ ଗୁରତର ସହ ବିଚାରକୁ ନେଇ ଆସନ୍ତା ୨୧ତାରିଖ ସୁଦ୍ଧା ପଦକ୍ଷେପ ନ ନେଲେ ୨୨ତାରିଖଠାରୁ ସମସ୍ତେ କଳାବ୍ୟାଜ୍‌ ପିନ୍ଧି ପ୍ରତିବାଦ କରିବା ସହ ଜୁନ୍‌ ୧ ତାରିଖଠାରୁ ସମୂହ ଛୁଟିରେ ରହିବା ଲାଗି ଚେତାବନୀ ଦେଇଛନ୍ତି। ଏଥିରେ ପ୍ରଦୀପ ବେହେରା, ସାଗରିକା ପାତ୍ର, ସୁଜାତା ମହାକୁଡ, ଜ୍ୟୋତ୍ସ୍ନାରାଣୀ ଭୂୟାଁ, ବି ଶ୍ରୀନିବାସ, ଗାନିର ଖଟେଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri