ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି

ଢେଙ୍କାନାଳ, ୬।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବାକୁ ଦାବି ହୋଇଛି । ସାମାଜିକ ସଂଗଠନ ଆମ ହିନ୍ଦୋଳ ପକ୍ଷରୁ ବ୍ଲକର କୃଷକମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବ୍ଲକରେ ଚଳିତ ଆବଶ୍ୟକତା ଠାରୁ ଢେର କମ ବର୍ଷା ହେବା ସହ ହାତୀ ଓ ବାରହାଙ୍କ ଦ୍ୱାରା ମଧ୍ୟ ଧାନ ନଷ୍ଟ ହୋଇଛି। ଫଳରେ କୃଷକମାନଙ୍କର ମେରୁଦଣ୍ଡ ଭାଙ୍ଗି ଯାଇଛି । ସେମାନେ ଧାର କରଜ କରି ଚାଷ କାର୍ଯ୍ୟ କରିଛନ୍ତି । ଏଣୁ ମରୁଡି ଘୋଷଣା ସହ କ୍ଷତିପୂରଣ ପ୍ରଦାନ ପାଇଁ ସେମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌: ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ର ୧୦୦ ଯୁବତୀ: ଫେରାଇ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ

ସୁନ୍ଦରଗଡ଼,୪ା୫(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ ଜିଲାର ୧୦୦ଜଣ ଯୁବତୀ। ଏହି ଯୁବତୀମାନେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କ ଘରକୁ...

ସମାକୋଇ ପୋଲ ଉପରେ ବର୍ଷାଜଳ ପ୍ରବାହିତ

କେନ୍ଦୁଝର,୨୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ନଦୀନାଳରେ ଜଳସ୍ତର ବଢୁଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ତେଲକୋଇ ଅଞ୍ଚଳରେ...

ଫୁଲବାଣୀ ବ୍ଲକ କଲୋନୀରେ ଜବରଦଖଲ ଉଚ୍ଛେଦ

ଫୁଲବାଣୀ ଅଫିସ, ୨୨ା୧୨- ଫୁଲବାଣୀ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ କଲୋନୀରେ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ନିଜ ଜିନିଷପତ୍ର ନେଇ ଯିବା ପାଇଁ ବିଡିଓ...

୩ ବର୍ଷ ହେଲା ମେସ୍କୋ ଷ୍ଟିଲ କାରଖାନା ବନ୍ଦ, ଦୁର୍ଦ୍ଦିନରେ ବିସ୍ଥାପିତ ପରିବାର

ଯାଜପୁର ଅଫିସ,୧୮ା୧୨: କଳିଙ୍ଗନଗର ମେସ୍କୋ ଷ୍ଟିଲ କାରଖାନା ୨୦୧୯ ଡିସେମ୍ବରରୁ ବନ୍ଦ ପଡ଼ିଛି। କାମ ନାହିଁ ତ ଦରମା ନାହିଁ ନୀତିରେ ପ୍ରାୟ ୧୫୦୦ କର୍ମଚାରୀ...

ଦିନକ ପରେ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ: କୁଳପତି ଖୋଜା ଆରମ୍ଭ

କଟକ ଅଫିସ,୩୦ା୫-ମଧୁସୂଦନ ଆଇନ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ଦିଗରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି ଉଚ୍ଚଶିକ୍ଷା ବିଭାଗ। ଏହାର ପ୍ରଥମ କୁଳପତି ନିଯୁକ୍ତି...

କାଳୀ ମନ୍ଦିର ଆଗରେ ତଣ୍ଟି ଚିପି ହତ୍ୟା: ବନ୍ଧାହେଲେ ଅଭିଯୁକ୍ତ

ଛତ୍ରପୁର,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ନିକଟ ଢାବା- କୁମାରବେଗପଲ୍ଳୀ ରାସ୍ତା କାଳୀ ମନ୍ଦିର ଆଗରେ ବାବୁଲା ବେହେରାଙ୍କୁ ତଣ୍ଟିଚିପି ହତ୍ୟା...

ସହରର ବିଭିନ୍ନ ସ୍ଥାନରେ ଚାଲିଛି ବିଶୋଧନ ପ୍ରକ୍ରିୟା

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କରୋନା ମହାମାରୀ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଶୋଧନ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। କେନ୍ଦୁଝର ସହରର ବିଭିନ୍ନ ଅଫିସ, ଡାକ୍ତରଖାନା, ରାସ୍ତାଘାଟ ବିଶୋଧନ...

ଯାଞ୍ଚ ସରିଲା, ପ୍ରଚାର ଜୋରଦାର

ବରଗଡ଼ ଅଫିସ୍‌,୧୯।୧୧: ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଭୋଟ ଗ୍ରହଣ ହେବ। ଶୁକ୍ରବାର ଏଥିପାଇଁ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଏହାପରେ ନିର୍ବାଚନ...

Advertisement
Archives

Model This Week