ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି

ଢେଙ୍କାନାଳ, ୬।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବାକୁ ଦାବି ହୋଇଛି । ସାମାଜିକ ସଂଗଠନ ଆମ ହିନ୍ଦୋଳ ପକ୍ଷରୁ ବ୍ଲକର କୃଷକମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବ୍ଲକରେ ଚଳିତ ଆବଶ୍ୟକତା ଠାରୁ ଢେର କମ ବର୍ଷା ହେବା ସହ ହାତୀ ଓ ବାରହାଙ୍କ ଦ୍ୱାରା ମଧ୍ୟ ଧାନ ନଷ୍ଟ ହୋଇଛି। ଫଳରେ କୃଷକମାନଙ୍କର ମେରୁଦଣ୍ଡ ଭାଙ୍ଗି ଯାଇଛି । ସେମାନେ ଧାର କରଜ କରି ଚାଷ କାର୍ଯ୍ୟ କରିଛନ୍ତି । ଏଣୁ ମରୁଡି ଘୋଷଣା ସହ କ୍ଷତିପୂରଣ ପ୍ରଦାନ ପାଇଁ ସେମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ

ମାଧପୁର,୨୩।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା।...

ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ଗହମ

ବୁଗୁଡ଼ା,୧୫ା୧୦(ଡି.ଏନ୍‌.ଏ.): ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ରାଶନ କାର୍ଡଧାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆ ଯାଉଥିବା ବେଳେ କିଛି ସରକାରୀ ବାବୁଙ୍କ ବାଟମାରଣା ନୀତି ଯୋଗୁ...

ଫୁଲ ତୋଳିବା ସମୟରେ ଗଛରୁ ଖସିପଡ଼ି ସୁରକ୍ଷାକର୍ମୀଙ୍କ ଜୀବନ ଗଲା

କୋରୁକୋଣ୍ଡା,୧୧।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦ ସଦର ମହକୁମାରେ ଥିବା ବାଲିମେଳା ଜଳ ବିଦ୍ୟୁତ୍‌ କେନ୍ଦ୍ରର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ରବିବାର ଏକ...

ପାରାଦୀପରେ ପହଞ୍ଚିଲା ୨ ବୃହତ୍‌ ପ୍ରୋଜେକ୍ଟ କାର୍ଗୋ

ପାରାଦୀପ,୩୦।୧(ସ୍ବ.ପ୍ର.): ପାରାଦୀପ ରିଫାଇନେରିର ନୂତନ ଏମଇଜି (ମନୋଫିଲନ୍‌ ଗ୍ଲୋଲୋୟକଲ) ପ୍ରକଳ୍ପ ପାଇଁ ଆବଶ୍ୟକ କାର୍ଗୋ ଓଡିସି(ଓଭର ଡାଇମେନ୍‌ଶନ କନ୍‌ସାଇମେଣ୍ଟ) ଗୁରୁବାର ପାରାଦୀପ ବନ୍ଦରରେ ପହଞ୍ଚତ୍ଛି। ୩୫୨୨...

ଆଜିଠୁ ୩ଦିନ ଶ୍ରୀମନ୍ଦିରରେ ଦେବ ଦୀପାବଳି

ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା...

ସହକାରୀ ନିର୍ବାହୀଯନ୍ତ୍ରୀଙ୍କୁ ପୁଣି ନୋଟିସ

ଯାଜପୁର ଅଫିସ,୨୭।୧୧: ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ୍‌-୨ ଅଧୀନରେ କାର୍ଯ୍ୟରତ ନିର୍ବାହୀ ଯନ୍ତ୍ରୀ କେ. ତୁଳସୀ ପାତ୍ରଙ୍କୁ ପୁଣି କାରଣ ଦର୍ଶାଅ ନୋଟିସ...

ତାରାତାରିଣୀଙ୍କୁ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମପୁର ଅଫିସ,୧୦।୭: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଞ୍ଜାମ ଗସ୍ତରେ ଯାଇଛନ୍ତି । ସେଠାରେ ସେ ଅଧିଷ୍ଠାତ୍ରୀ ଦେବୀ...

ବିରିଡ଼ିକୁ ଫେରିବେ ୧୫୧୯ ପ୍ରବାସୀ

ବାଲିଆ,୭ା୫ : ବିରିଡ଼ି ବ୍ଲକର ୨୧ ପଞ୍ଚାୟତକୁ ଫେରିବା ପାଇଁ ୧୫୧୯ଜଣ ପ୍ରବାସୀ ଓଡ଼ିଆ ନାମ ପଞ୍ଜୀକରଣ କରିଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।...

Advertisement
Archives

Model This Week