ଆଶାକର୍ମୀଙ୍କ ବେଆଇନ ନିଯୁକ୍ତିକୁ ନେଇ ଦାବିପତ୍ର

ମୁରିବାହାଲ, ୧ା୯(ଡି.ଏନ୍‌.ଏ.)
ବଲାଙ୍ଗୀର ଜିଲା ଜିଲା ଆଦିବାସୀ କଲ୍ୟାଣ ସଂଘ ମୁରିବାହାଲ ଶାଖା ଓ ଯୁବ କନ୍ଧ ସମାଜ ପକ୍ଷରୁ ବେଆଇନ ଆଶାକର୍ମୀ ନିଯୁକ୍ତି ପ୍ରସଙ୍ଗରେ ସୋମବାର ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି। ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନଥିଲେ ମଧ୍ୟ ନିଯୁକ୍ତି ଦିଆଯାଇଥିବା ସେମାନେ ଅଭିଯୋଗ କରିଛନ୍ତି ା ଏ ନେଇ ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇ ନ ଥିବା ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି। ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ସଂଘ ପକ୍ଷରୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ହେଲାଣି ପକ୍ଷୀଙ୍କ ଭୂସ୍ବର୍ଗ

ଖୋର୍ଦ୍ଧା ଅଫିସ,୨୫ା୧୦: ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ ମରାଳ ମାଳିନୀ ନୀଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହେଲାଣି। ଚଳିତ ବର୍ଷ ଅକ୍ଟୋବର ୨ୟ...

ଭଦ୍ରକରେ ଖୋଲିଲା ବହିଦୋକାନ, ଲମ୍ବା ଧାଡ଼ିରେ ଅଭିଭାବକ

ଭଦ୍ରକ ଅଫିସ,୧୯।୪: ରବିବାର ଭଦ୍ରକରେ ପ୍ରଥମ କରି ବହିଦୋକାନ ଖୋଲିଛ। ସକାଳ ୬ରୁ ଅଭିଭାବକମାନେ ଲମ୍ବା ଧାଡିରେ ରହି ବହି ଓ ଖାତା କିଣୁଥିବା ଦେଖିବାକୁ...

ରୁଚିକା ଆତ୍ମହତ୍ୟା ଘଟଣାକୁ ପୁରିଲା ସପ୍ତାହେ, କାରଣ ଖୋଜି ପାଉନି ପୋଲିସ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ସପ୍ତାହେ ପୁରିଲାଣି । ସ୍ବତନ୍ତ୍ର ପୋଲିସ ଟିମ୍‌ ଏହାର ତଦନ୍ତ ଜାରି ରଖିଛି ।...

ଚେନ୍ନାଇରେ ଫଶିିଛନ୍ତି ପୁରୀର ୧୮ ତୀର୍ଥଯାତ୍ରୀ

ପୁରୀ ଅଫିସ,୨୬ା୩: ତୀର୍ଥ କରିବାକୁ ଯାଇଥିବା ପୁରୀର ୧୮ଜଣ ଚେନ୍ନାଇରେ ଅଟକି ରହିଛନ୍ତି। ଏବେ ଟ୍ରେନ୍‌ ଏବଂ ବିମାନ ସେବା ବନ୍ଦ ହୋଇଯାଇଥିବାରୁ ସେମାନେ ଓଡ଼ିଶା...

ଭୁବନେଶ୍ୱରରୁ ୧୦୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୪(ବ୍ୟୁରୋ): ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୮୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ...

୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର, ୧୦।୮: ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ। ମଧ୍ୟାହ୍ନ ସାଢ଼େ ୧୨ଟାରେ ସିଏଚ୍‌ଏସ୍‌ଇ ଅଫିସରେ ପ୍ରକାଶ ପାଇବ। ଏ...

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ପାଟଣାଗଡ଼ରେ ବନ୍ଦର ପ୍ରଭାବ

ପାଟଣାଗଡ଼,୫।୨(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ପାଟଣାଗଡ଼ ଉପଖଣ୍ଡରେ ମଧ୍ୟ...

ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ...

Advertisement
Archives

Model This Week