ପୀଡ଼ିତାଙ୍କୁ ନ୍ୟାୟ ଦାବି: କଳାହାଣ୍ଡିରେ ବିକ୍ଷୋଭ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସବୁଠି ଦାବି ହେଉଛି। ଏ ନେଇ ଭବାନୀପାଟଣାରେ କଳାହାଣ୍ଡି ୟୁନାଇଟେଡ୍‌ ଆମ୍ବେଡକର ରାଇଟ୍‌ ଫୋରମ୍‌ ଏବଂ କଳାହାଣ୍ଡି ଦଳିତ ମଞ୍ଚ ତରଫରୁ ଗଣ ବିକ୍ଷୋଭ କରାଯାଇଛି। ଏଥିରେ ଏପିଆଇର ଛବିଲାଲ ନିଆଲ, ବିଏପିଏସ୍‌ ର ପ୍ରିୟଙ୍କା ନିଆଲ, ବିଏମ୍‌ପିର ପରମାନନ୍ଦ ମାଝି ପ୍ରମୁଖ ସାମିଲ୍‌ ହୋଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri