ପୀଡ଼ିତାଙ୍କୁ ନ୍ୟାୟ ଦାବି: କଳାହାଣ୍ଡିରେ ବିକ୍ଷୋଭ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସବୁଠି ଦାବି ହେଉଛି। ଏ ନେଇ ଭବାନୀପାଟଣାରେ କଳାହାଣ୍ଡି ୟୁନାଇଟେଡ୍‌ ଆମ୍ବେଡକର ରାଇଟ୍‌ ଫୋରମ୍‌ ଏବଂ କଳାହାଣ୍ଡି ଦଳିତ ମଞ୍ଚ ତରଫରୁ ଗଣ ବିକ୍ଷୋଭ କରାଯାଇଛି। ଏଥିରେ ଏପିଆଇର ଛବିଲାଲ ନିଆଲ, ବିଏପିଏସ୍‌ ର ପ୍ରିୟଙ୍କା ନିଆଲ, ବିଏମ୍‌ପିର ପରମାନନ୍ଦ ମାଝି ପ୍ରମୁଖ ସାମିଲ୍‌ ହୋଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍‌ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍‌ସିକ ଯାଞ୍ଚ ଦାବିକଲା…

ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍‌…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri