ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଭିନ୍ନକ୍ଷମ ଆୟୁକ୍ତ ନିଯୁକ୍ତି ଦାବି

କର୍ଲାମୁଣ୍ଡା,୧୦।୫(ଡି.ଏନ୍‌.ଏ.): ୧୦ ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ନିଯୁକ୍ତି ମିଳିତ ମଞ୍ଚ ଓଡ଼ିଶା ପକ୍ଷରୁ ରାଜ୍ୟରେ ଜଣେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଭିନ୍ନକ୍ଷମ ଆୟୁକ୍ତ ଭାବରେ ନିଯୁକ୍ତି ଦେବା ନେଇ ବିଭିନ୍ନ ସ୍ଥାନରେ ଜନମତ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଯାଇଛି। ଏହି ଅବସରରେ କଳାହାଣ୍ଡି ଦିବ୍ୟାଙ୍ଗ ମଞ୍ଚ ସଭାପତି ତଥା ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀଙ୍କ ନେତୃତ୍ୱରେ ମଙ୍ଗଳବାର କର୍ଲାମୁଣ୍ଡା ବ୍ଲକ ସଦର ହସ୍ପିଟାଲ ଛକଠାରେ ଭୋଟ ବାକ୍ସ ଜରିଆରେ ଜନସାଧାରଣଙ୍କ ଜନମତ ସଂଗ୍ରହ କରାଯାଇଥିଲା। ଓଡ଼ିଶାରେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଆୟୁକ୍ତ ନିଯୁକ୍ତି ସୁଯୋଗ ମିଳିଲେ ଭିନ୍ନକ୍ଷମ ଭଉଣୀ ଭାଇମାନଙ୍କ ସମସ୍ୟାକୁ ଠିକ୍‌ ଭାବେ ସମାଧାନ କରାଯାଇପାରିବ ବୋଲି ସୁରେଶ ଚୌଧୁରୀ ପ୍ରକାଶ କରିଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବୁଦ୍ଧଦେବ ସାହୁ, ମଗସିର ସାହୁ, ଲକ୍ଷଣ ସାହୁ, ବଣ୍ଟି ସାହୁ, ଦାମୋଦର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri