ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଦାବିରେ କେନ୍ଦୁଝର ଚାଲ ଅଭିଯାନ

କେନ୍ଦୁଝର, ୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଦାବିରେ ସୋମବାର ‘କେନ୍ଦୁଝର ଚାଲ’ ଡାକରା ଦିଆଯାଇଛି। ଏହି ଅବସରରେ ବିଭିନ୍ନ ଦଳ, ସଙ୍ଗଠନ, ଯୁବ ଗୋଷ୍ଠୀଙ୍କ ପକ୍ଷରୁ ବହୁ ସଂଖ୍ୟାରେ ପ୍ଲାକାର୍ଡ ଓ ବ୍ୟାନର ଧରି ଏକ ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି। କାଳୀ ପଡିଆରେ ଏକ ସଭା ଆୟୋଜନ ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଦେଇ ସହର ପରିକ୍ରମା କରିଛନ୍ତି। କେନ୍ଦୁଝର ଏକତା ଜିନ୍ଦାବାଦ ଓ କେନ୍ଦୁଝରର ଷ୍ଟିଲ ପ୍ଲାଣ୍ଟ ଆମର ଆଦି ଦାବିରେ ପ୍ରକମ୍ପିତ ହୋଇଥିଲା। ଏହି ପରିପେକ୍ଷୀରେ, ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା, କଂଗ୍ରେସ ତଥା ଅନ୍ୟ ଦଳର ପ୍ରତିନିଧିମାନେ ସାମିଲହୋଇ ଇସ୍ପାତ କାରଖାନାର ଆବଶ୍ୟକତା ଓ ଜିଲାର ହକ ଉପରେ ମତ ରଖିଥିଲେ। ଜିଲାରେ ଖଣିଜ ସମ୍ପଦ ଥାଇ ଇସ୍ପାତ କାରଖାନା ସ୍ଥାପନ ନ ହେବା ଏବଂ ଜିଲାରୁ ଖଣିଜ ସମ୍ପଦ ନେଇ ଅନ୍ୟ ଜିଲା ଓ ରାଜ୍ୟରେ ଇସ୍ପାତ କାରଖାନା ସ୍ଥାପନ କରି ସେ ଅଞ୍ଚଳର ବିକାଶ କରିବା ନେଇ ଉଦ୍‌ବେଗ ପ୍ରକାଶ ପାଇଥିଲା। ଜିଲାକୁ ସବୁବେଳେ ଅବହେଳା କରାଯାଉଥିବାରୁ ଆଉ ବରଦାସ୍ତ କରାଯିବ ନାହିଁ ବୋଲି ନେତାମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri