ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବି: ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ କୁଶପୁତଳିକା ଦାହ

ପଟ୍ଟାମୁଣ୍ଡାଇ, ୮।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବିକରି ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ ବାଇପାସ୍‌ ଛକଠାରେ ଆନ୍ଦୋଳନ ହୋଇଛି। ‘ମା’କୁ ସମ୍ମାନ’ ନାରା ଦେଇ ଆସୁଥିବା ସରକାରୀ ଦଳର ଜଣେ ଏମ୍‌ପି ନିଜ ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଘଟଣା ସମଗ୍ର ଓଡ଼ିଶାର ନାରୀ ଜାତିଙ୍କୁ ଅସମ୍ମାନିତ କରିଛି। ତେଣୁ ତାଙ୍କର ଇସ୍ତଫା ଦାବିକରି ଜିଲା ଯୁବ କଂଗ୍ରେସ ସଭାପତି ସତ୍ୟପ୍ରିୟ ସାମଲ, ଅଭିନାଶ ଲେଙ୍କା, ପ୍ରଦୀପ ପ୍ରଧାନ, ମଳୟ ଦାସ, ସେକ୍‌ ଅମରୁଲ, ତପନ ପାତ୍ର, ଯଯାତି ମହାନ୍ତି, ସୁଶାନ୍ତ ରାଉତ, ଓଁକାର ମହାନ୍ତି, ଗଗନ ପ୍ରଧାନ, ଅମଲ୍ୟ ପ୍ରଧାନଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ବିଭିନ୍ନ ସ୍ଲୋଗାନ ଦେଇ ଅନୁଭବଙ୍କ କୁଶ ପୁତଳିକା ଦାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଜାମିନ, ହେଲେ ଜେଲ୍‌ରେ ମୁକୁଳି ପାରିବେନି

କଟକ ଅଫିସ,୧୮।୧୨ : ଅର୍ଥତତ୍ତ୍ୱ ମୁଖ୍ୟ ପ୍ରଦୀପ ସେଠୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲା ସହିତ ଅନ୍ୟ ଦୁଇଟି ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି...

ଅଙ୍ଗନଓ୍ବାଡି କେନ୍ଦ୍ରରେ ଝୁଲୁଛି ତାଲା: ସିଡିପିଓଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଲେ କର୍ମୀ

ପାଟଣା,୨୫ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାରଠାରୁ ବ୍ଲକରେ କାର୍ଯ୍ୟରତ ଶତାଧିକ ଅଙ୍ଗନଓ୍ବାଡି କର୍ମୀ ଓ...

ବଢ଼ିଲା ଧାନକ୍ରୟ ସମସ୍ୟା

ଢେଙ୍କାନାଳ ଅଫିସ, ୧।୨ ଢେଙ୍କାନାଳ ଜିଲାରେ ଖରିଫ୍‌ ଧାନକିଣାକୁ ନେଇ ସମସ୍ୟା ବଢ଼ିବାରେ ଲାଗିଛି। ଧାନ କିଣା ସରି ନ ଥିବା ବେଳେ ୧ ତାରିଖରୁ...

ଓଟି ଛାତରୁ ଗଳୁଛି ପାଣି

ଯୋଡ଼ା, ୯।୧୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଯୋଡ଼ା ସହରରେ ଥିବା ସରକାରୀ ଡାକ୍ତରଖାନାର ଅପରେସନ ଥିଏଟର (ଓଟି) ନିର୍ମାଣର ୪ ମାସ ନ ପୂରୁଣୁ ଛାତ ସିଲିଂରୁ ବର୍ଷାପାଣି...

ଲେଠ୍‌ରଉଛେ ନାରାୟଣ ସାଗର ମାଏଟ୍‌ କାମ୍‌

ଲୋଇସିଂହା,୧୮।୪(ଡି.ଏନ.ଏ):  ବଲାଙ୍ଗୀର ଜିଲା ଲୋଇସିଂହାର ନାରାୟଣ ସାଗରର ମାଏଟ୍‌ କାମ୍‌ ଚାଲିଛେ। ହେଲେ ପଁକ୍‌ ଉଧାର କାମ୍‌ ଧିରେସୁସ୍‌ତେ ଚାଲିଥିବାର ଅଭିଯୋଗ ହେଉଛେ। ଆଗ୍‌କେ ବର୍ଷା...

ରଥଯାତ୍ରା ନେଇ ପୁରୀ ଶଟ୍‌ଡାଉନ୍‌ : ସୋମବାର ରାତି ୯ରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ରହିବ ବଳବତ୍ତର

ପୁରୀ ଅଫିସ,୨୨।୬: ରଥଯାତ୍ରା ନେଇ ପୁରୀ ଜିଲାକୁ ‌ ଶଟ୍‌ଡାଉନ୍ ଘୋଷଣା କରାଯାଇଛି। ସୋମବାର ରାତି ୯ରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା...

ସ୍ବାସ୍ଥ୍ୟାବସ୍ଥା ପଚାରିଲେ, ସାହସକୁ ଜିଲାପାଳଙ୍କ ପ୍ରଶଂସା

ବଲାଙ୍ଗୀର ଅଫିସ, ୨୦ା୧୨: ବଲାଙ୍ଗୀର ଜିଲା ଆଗଲପୁର ପଞ୍ଚାୟତ ହାଇସ୍କୁଲ କ୍ରୀଡା ପ୍ରତିଯୋଗିତା ଚାଲିଥିବାବେଳେ ଏକ ଜାଭେଲିନ୍‌ ଗଳିଯିବା ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା...

ବରଗଡ଼ରେ ପୁଣି ୧୮ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଲା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗ୍ରାମର...

Advertisement
Archives

Model This Week