ଆତଙ୍କବାଦୀ ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି

ଖୋର୍ଦ୍ଧା ଅଫିସ,୨୫ା୨: କର୍ନାଟକ ଶିବଗଙ୍ଗା ଜିଲାରେ ବଜରଙ୍ଗ ଦଳର ଜନୈକ କାର୍ଯ୍ୟକର୍ତ୍ତାଙ୍କୁ ଜେହାଦୀମାନେ ଛୁରି ଭୁସି ଅତି ନିର୍ମମ ଭାବେ ଭାବେ ହତ୍ୟା କରିଛନ୍ତି। ଏହି ଘଟଣାକୁ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ଦୃଢ଼ ଭାବେ ନିନ୍ଦା କରିଛି। ଏହାର ପ୍ରତିବାଦରେ ବଜରଙ୍ଗ ଦଳ ଖୋର୍ଦ୍ଧା ଜିଲା ଶାଖା ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।

ଏଥିରେ ଦର୍ଶାଯାଇଛି ଯେ, ଦେଶରେ ଜେହାଦୀ ଆତଙ୍କରାଜ ବଢିବାରେ ଲାଗିଛି। ହିନ୍ଦୁ ସମାଜ ଉପରେ ଏହି ଆତଙ୍କବାଦୀମାନେ କ୍ରୁରତାପୂର୍ଣ୍ଣ ଆଚରଣରେ କରୁଛନ୍ତି। ହିନ୍ଦୁ ସମାଜ ଉପରେ ବାରମ୍ବାର ଆକ୍ରମଣ କରୁଛନ୍ତି।
ଦେଶରେ ଅରାଜଗତା ସହ ଅଶାନ୍ତ ବାତାବରଣ ସୃଷ୍ଟି କରୁଛନ୍ତି। ଗତ କିଛିବର୍ଷ ହେଲା ସାଧୁସନ୍ଥ ସମାଜ ଉପରେ ଆକ୍ରମଣ ସହ ହତ୍ୟା ବଢିଚାଲିଛି। ରାଷ୍ଟ୍ର ବିରୋଧୀ ଓ ଧାର୍ମିକ ଅସହିଷ୍ଣୁତା ବିଦ୍ବେଷ ଭାବ ସୃଷ୍ଟି କରୁଛନ୍ତି। ଦେଶରେ ଚାଲିଥିବା ଆତଙ୍କରାଜ ପଛରେ ପିଏଫ୍‌ଆଇ ଓ ଏସ୍‌ଡିପିଆଇ ଆଦି ସଙ୍ଗଠନର ହାତ ରହିଛି। ଏମାନେ ଦେଶର ଅଖଣ୍ଡତା, ସାମାଜିକ, ଧାର୍ମିକ, ଆର୍ଥିକ ଓ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଛନ୍ତି। ଏଣୁ ଏହି ଆତଙ୍କବାଦୀ ସଂଗଠନ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ, ପ୍ରତିବନ୍ଧକ ଲଗାଇବା ପାଇଁ ଦାବିରେ ଉଲ୍ଲେଖ କରିଛନ୍ତି। ବିଏଚ୍‌ପି ବିଭାଗ ସମ୍ପାଦକ ବିଭୂଦେନ୍ଦ୍ର ବିଦ୍ୟାଧର, ବଜରଙ୍ଗ ଦଳ ଜିଲା ସମ୍ପାଦକ ନିତ୍ୟପ୍ରୀତ୍‌ ଚମ୍ପତି, ବିଏଚ୍‌ପି ସମ୍ପାଦକ ପ୍ରଦୀପ ସ୍ବାଇଁ, ଅଜିତ ସିଂ, ପ୍ରତ୍ୟୁଷ ରଞ୍ଜନ ବାରିକ, ବୀରେନ୍ଦ୍ର ସିଂ, ରଘୁନାଥ ସିଂ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri