ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ଗଞ୍ଜାମରୁ ଅଛନ୍ତି ୫ଜଣ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆକ୍ରାନ୍ତରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ଜନୀତ ମୃତ୍ୟୁସଂଖ୍ୟା ୧୮୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ଆଜି ଚିହ୍ନଟ ମୃତ ୧୦ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୩, ସୁନ୍ଦରଗଡ଼ ଓ ଗଜପତିରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri