ଡେମୋ ଦେଖାଇଲେ ଗୋବିନ୍ଦ ସାହୁ: କେମିତି ପୋଡିଥିଲେ ମମିତାଙ୍କୁ…

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗୋବିନ୍ଦ ସାହୁ ଶୁକ୍ରବାର ଡେମୋ ଦେଖାଇଛନ୍ତି। ଭୋରରେ ତାଙ୍କୁ ମହାଲିଙ୍ଗ ଷ୍ଟାଡିୟମକୁ ନିଆଯାଇଥିଲା। ଯେଉଁଠି ସେ ମମିତାଙ୍କୁ ପୋଡ଼ିବା ପରେ ପୋତି ଦେଇଥିଲେ। ଷ୍ଟାଡିୟମରେ ପ୍ରାୟ ୧୫ ମିନିଟ ଧରି ସିନ୍‌ ରିକ୍ରିଏସନ କରାଯାଇଥିଲା। ମମିତାଙ୍କୁ ସେ କେମିତି ପୋଡିଥିଲେ ଓ କେମିତି ପୋତିଥିଲେ- ସବୁ କରି ଦେଖାଇଥିଲେ। ଏହି ସମୟରେ ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗୀର ଏସ୍‌ପି ନୀତୀନ କୁଶଲକର ସେଠାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପଦ ଦେଉନି ସମୃଦ୍ଧି

ଛେଣ୍ଡିପଦା,୧୫ା୧୨(ସ୍ୱ.ପ୍ର.): ପ୍ରାକୃତିକ ସମ୍ପଦର ସଦ୍‌ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ। ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ ଯୋଗାଏ। କିନ୍ତୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର...

ବୁଲବୁଲ ପ୍ରଭାବ: ଗଛ ଉପୁଡ଼ି ଭଦ୍ରକ-ଆରଡ଼ି ଯୋଗାଯୋଗ ବିଚ୍ଛିନ୍ନ

ଆରଡ଼ି,୯।୧୧( ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ବାତ୍ୟା ବୁଲ୍‌ବୁଲ୍‌ର ତାଣ୍ଡବ ଜାରିରହିଛି। ଶୁକ୍ରବାର ରାତିରୁ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଲାଗିରହିଛି।...

ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮...

ପକ୍ଷାଘାତରେ ଚାନ୍ଦି ମେଢ଼ର ଅନନ୍ୟ ବିନ୍ଧାଣି

କଟକ ଅଫିସ,୧୯।୩: ତାରକସୀ କାର୍ଯ୍ୟ ପାଇଁ ସାରା ଦେଶରେ କଟକ ସହରର ସ୍ବତନ୍ତ୍ର ପରିଚୟ ରହିଛି। ହେଲେ ଏହାକୁ ନିର୍ମାଣ କରୁଥିବା ବିନ୍ଧାଣୀଙ୍କୁ କ୍ୱଚିତ ଜାଣିଥାନ୍ତି।...

ଘରେ ପଶି କଲେଜ ଛାତ୍ରୀଙ୍କ ହାତଗୋଡ଼ ବାନ୍ଧି କିରୋସିନ୍‌ ଢ଼ାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଉଦ୍ଧାର ପରେ ଏସ୍‌ସିବି ସ୍ଥାନାନ୍ତର

କଟକ ଅଫିସ,୨୫।୨: କଟକ ଜିଲା ମାନସିଂପାଟଣା ମସ୍ତରାମ ମଠ ଗଳିରେ ଥିବା ଏକ ଭଡ଼ାଘରେ ଜଣେ କଲେଜ ଛାତ୍ରୀଙ୍କ ହାତ ଗୋଡ଼ ବାନ୍ଧି କିରୋସିନ ଢ଼ାଳି...

କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲା:ଏସ୍‌ଆଇଟିର ତଦନ୍ତ ଆରମ୍ଭ; ନ୍ୟାୟ ନ ମିଳିଲେ ଝିଅ ଭଳି ମରିଯିବି: ପୀଡ଼ିତାଙ୍କ ମା’

କୋରାପୁଟ,୩।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ଓ ପୀଡ଼ିତାଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌)ର ୩ ଜଣିଆ ଦଳ...

ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ...

ଆଜିଠୁ ଧବଳେଶ୍ୱର ପୀଠରେ ୧୪୪ ଧାରା

ଖୁଣ୍ଟୁଣୀ,୧୨ା୧୧ (ଡି.ଏନ.ଏ.): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପ୍ରତିବର୍ଷ ପଞ୍ଚକ ଓ ବଡ଼ଓଷାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତଙ୍କ ସମାଗମ ହୋଇଥାଏ। ହେଲେ...

Advertisement
Archives

Model This Week