ଲୋକତନ୍ତ୍ର ବିପଦରେ: ଓବାମା

ୱାଶିଂଟନ,୭ ।୧୧: ଆମେରିକାର ମଧ୍ୟବର୍ତ୍ତୀ ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ନେତା ତଥା ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏକ ସମାବେଶରେ ଭୋଟରଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ଓବାମା ଚେତାବନୀ ଦେଇ କହିଛନ୍ତି, ଦେଶରେ ଗର୍ଭପାତ ଅଧିକାର, ସାମାଜିକ ସୁରକ୍ଷା ଓ ଗଣତନ୍ତ୍ର ନିଜେ ବିପଦରେ । ଏହାକୁ ବଞ୍ଚାଇବାକୁ ବଡ ରାଜନୈତିକ ପ୍ରତିବନ୍ଧକକୁ ଦୂର କରିବାକୁ ପଡିବ । ଏହି ସମୟରେ କ୍ରୋଧିତ ହେବା ବା ପଳାୟନ କରିବା ବିକଳ୍ପ ନୁହେଁ । ଆସନ୍ତୁ ନିଶ୍ଚିତ କରିବା ଯେ ଦେଶ ୫୦ ବର୍ଷ ପଛକୁ ଚାଲି ନ ଯାଉ ।
ଏହି ନିର୍ବାଚନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସହ ଫିଲାଡେଲଫିଆରେ ମଞ୍ଚ ଶେୟାର କରିଥିଲେ । ବାଇଡେନ ରାଷ୍ଟ୍ରପତି ହେବା ପରେ ପ୍ରଥମଥର ଲାଗି ଦୁଇ ପୂର୍ବତନ ସାଥି ଏକାଠି ପ୍ରଚାର କରୁଥିବା ଦେଖାଯାଇଥିଲା । ନ୍ୟୁୟର୍କରେ ରାଜନୈତିକ ମଞ୍ଚଠାରୁ ସାଧାରଣ ଭାବେ ଦୂରେଇ ରହୁଥିବା ପୂର୍ବତନ ରାଷ୍ଟ୍ରପତି ବିଲ କ୍ଲିଣ୍ଟନ ବି ପାର୍ଟି ପ୍ରଚାର ପାଇଁ ଆଗେଇ ଆସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri