Posted inଫୁରସତ

ପୃଥିବୀ ବିକାଶ ପାଇଁ ଗଣତନ୍ତ୍ର ଅପରିହାର୍ଯ୍ୟ

ପୃଥିବୀର ବିକାଶ ପାଇଁ ଗଣତନ୍ତ୍ର ଅପରିହାର୍ଯ୍ୟ। ଗଣତନ୍ତ୍ରର ଭୂମିକାକୁ ଉପଲବ୍ଧି କରି ୨୦୦୭ରେ ମିଳିତ ଜାତିସଂଘର ସାଧାରଣ ସଭା ଗଣତନ୍ତ୍ରର ନୀତିକୁ ପ୍ରୋତ୍ସାହନ ତଥା ସମର୍ଥନ କରିବା ଉଦ୍ଦେଶ୍ୟରେ ୧୫ ସେପ୍ଟେମ୍ବରକୁ ଅନ୍ତର୍ଜାତୀୟ ଗଣତନ୍ତ୍ର ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ସମସ୍ତ ସଦସ୍ୟ ରାଷ୍ଟ୍ର ତଥା ସଙ୍ଗଠନକୁ ଏହି ଦିନକୁ ଉପଯୁକ୍ତ ଢଙ୍ଗରେ ସ୍ମରଣ କରିବାକୁ ଆମନ୍ତ୍ରଣ କରିଥିଲା। ଗଣତନ୍ତ୍ର ହେଉଛି ଏକ ବିଶ୍ୱସ୍ତରୀୟ ମୂଲ୍ୟବୋଧ ଆଧାରିତ ପ୍ରଣାଳୀ। ଗଣତାନ୍ତ୍ରିକ ରାଷ୍ଟ୍ର ନିଜର ରାଜନୈତିକ, ଅର୍ଥନୈତିକ, ସାମାଜିକ ଏବଂ ସାଂସ୍କୃତିକ ପ୍ରଣାଳୀ ଏବଂ ଜୀବନର ସମସ୍ତ ଦିଗରେ ସେମାନଙ୍କର ସମ୍ପୂର୍ଣ୍ଣ ଅଂଶଗ୍ରହଣ କରିବାକୁ ଲୋକମାନଙ୍କର ମୁକ୍ତ ଭାବରେ କାର୍ଯ୍ୟ କରିଥା’ନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ସ୍ପଟ୍‌: ଓ୍ବାଇଲ୍ଡଲାଇଫ୍‌ ୱାଚ୍‌ ଟାୱାର

ରାୟଗଡ଼ା ଜିଲାର ଅନେକ ସ୍ଥାନ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଥିପାଇଁ ବର୍ଷ ତମାମ ଭିଡ଼ ଜମିଥାଏ। ହେଲେ ଜିଲାର ଚନ୍ଦ୍ରପୁର ବ୍ଲକ୍‌ର ଅନ୍ୟତମ ଆକର୍ଷଣ ‘ଓ୍ବାଇଲ୍ଡଲାଇଫ୍‌...

କରୋନାରେ ମୃତ ପିତାଙ୍କ ମୂର୍ତ୍ତି ସାମ୍ନାରେ ବିବାହ କଲେ ଝିଅ

ଜଲଗାଁଓ,୧୨ ।୧୨: ମହାରାଷ୍ଟ୍ର ଜଲଗାଁଓର ଜଣେ ଝିଅ ପ୍ରମାଣ କରି ଦେଖାଇଛନ୍ତି କି ଝିଅମାନେ ବିଶ୍ୱରେ ସବୁଠାରୁ ଅଧିକ ତାଙ୍କ ପିତାଙ୍କୁ ହିଁ ଭଲ ପାଇଥାଆନ୍ତି...

ଏକାଥରକେ ପିଇଦେଲେ ୧୦ ବୋତଲ ମଦ, ଜାଣନ୍ତୁ ପରିଣାମ କ’ଣ ହେଲା

ଚାଇନାର ଜଣେ ବ୍ୟକ୍ତି ୧୦ ବୋତଲ ମଦ ଏକାଥରକେ ପିଇଦେଇଥିଲେ। ଏହାର ପରିଣାମ ଯାହା ହେଲା ତାହା ଜାଣି ଆପଣ ଆଶ୍ଚର୍ଯ୍ୟ ହେବେ। ଚାଇନାର ହୁ...

ଗୁରୁ: ଆଲୋକର ବାଟ ଦେଖାନ୍ତି

ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ସାଜନ୍ତି ଆଲୋକବର୍ତ୍ତିତା। କେବେ କଠୋର ଅନୁଶାସନ ତ କେବେ ଉତ୍ସାହପ୍ରଦ ପ୍ରେରଣା ମାଧ୍ୟମରେ ଏମାନେ ଦେଶ,...

ଯୁଦ୍ଧ ପାଇଁ ପ୍ରସ୍ତୁତ ଏହି କୁକୁର, ୧୩୦୦୦ ଫୁଟ ଉଚ୍ଚରୁ ଦେଲା ଲମ୍ଫ

ମସ୍କୋ,୭ା୭: ରୁଷିଆ ପ୍ରଶାସନ କେବଳ ସୈନିକ ନୁହନ୍ତି, କୁକୁରମାନଙ୍କୁ ମଧ୍ୟ ଯୁଦ୍ଧ ପାଇଁ ପ୍ରଶିକ୍ଷଣ ଦେଉଛି। ଏବେ କୁକୁରର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ...

ବଣିଙ୍କୁ ଖାଇବାକୁ ଦେଇ ହୃଦୟ ଜିଣିଲା କୁନି ଝିଅ, ଭିଡିଓ ଦେଖିଲେ…

ବେଳେବେଳେ ଶିଖିବା କିମ୍ବା ପ୍ରେରଣା ଦେବା ଉପରେ ବୟସ ନିର୍ଭର କରେ ନାହିଁ। ପିଲାମାନେ ଚପଳମତି ବୟସରେ ବି କିଛି ନ କହି ସବୁକିଛି କୁହନ୍ତି।...

ଆକସ୍ମିକ ଦୁର୍ଘଟଣାରେ ଅଙ୍ଗଗୁଡିକୁ ହରାଇଥିଲେ, ତଥାପି ମଡେଲ…

ଏମିତି ଅନେକ ଅଛନ୍ତି, ଯେଉଁମାନେ ନିଜ ଭିତରେ ଥିବା ଛୋଟ ଛୋଟ ଅଭାବକୁ ନେଇ କାନ୍ଦନ୍ତି। ଭଗବାନଙ୍କୁ ଦୋଷାରୋପ କରନ୍ତି। ହେଲେ ଆଉ କିଛି ଅଛନ୍ତି...

ଆକାଶରେ ନଜର ଆସିଲା ନୀଳ ରଙ୍ଗର ୟୁଏଫ୍‌ଓ ! ଏଲିୟନ ଆସିଥିବା ଭାବି କ୍ୟାମେରାରେ କଏଦ କଲେ ଲୋକେ

ୱାଶିଂଟନ: ମହାକାଶରେ ଜୀବନ ତଥା ଏଲିୟନଙ୍କ ସତ୍ତାକୁ ନେଇ ଗବେଷଣା କରାଯାଉଛି। ଅନେକ ସମୟରେ ଏଲିୟନମାନେ ପୃଥିବୀକୁ ଆସୁଥିବାର ଚର୍ଚ୍ଚା ହୁଏ। ଏହା କେତେ ସତ...

Advertisement
Archives

Model This Week