କାର୍‌ ପାର୍କିଂ ପାଇଁ ବିଏମ୍‌ସିର ଉଚ୍ଛେଦ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ୟୁନିଟ୍‌-୨ ମାର୍କେଟ ବିଲଡିଂ ପାର୍ଶ୍ୱରେ ନିର୍ମାଣାଧୀନ ବହୁତଳ କାର୍‌ ପାର୍କିଂର ଅଗ୍ରଗତିରେ ବାଧା ସୃଷ୍ଟି କରୁଥିବା ୨୪ ଉଠାଦୋକାନୀଙ୍କୁ ଶନିବାର ଉଚ୍ଛେଦ କରିଛି ବିଏମ୍‌ସି। ବେଆଇନ ନିର୍ମାଣ ଅଭିଯୋଗରେ ପୋଲିସ ସହାୟତାରେ ବୁଲ୍‌ଡୋଜର ଲଗାଇ ବିଏମ୍‌ସି ପକ୍ଷରୁ ଏହି ଉଚ୍ଛେଦ କରାଯାଇଛି। ଅନ୍ୟପକ୍ଷରେ ଏହି ଉଚ୍ଛେଦକୁ ବେଆଇନ ଦର୍ଶାଇଛନ୍ତି ଉଠାଦୋକାନୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରି ବିଏମ୍‌ସି ଉଚ୍ଛେଦ କରିଥିବା କ୍ଷୁଦ୍ର ଉଠାଦୋକାନୀ ବ୍ୟବସାୟୀ ସଂଘ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri