ବେଆଇନ ନିର୍ମାଣ ଉଚ୍ଛେଦ

ପାଟଣା,୨୨ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଦେଇ କେନ୍ଦେଇପଶିରୁ ପାଟଣା ମୁଖ୍ୟାଳୟକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥ ସଂପ୍ରସାରଣ ପାଇଁ ଗୁରୁବାର ଟାଙ୍ଗରପଡ଼ା ବଜାର ରାସ୍ତର ଦୁଇ ପାର୍ଶ୍ୱରେ ଜବରଦଖଲ କରିଥିବା ଦୋକାନକୁ ଜେସିବି ଲଗାଇ ଭାଙ୍ଗି ଦିଆଯିବା ସହ ବେଆଇନ ଉଚ୍ଛେଦ କରାଯାଇଛି। ପାଟଣା ଆଡିଶନାଲ ତହସିଲଦାର ଶରଣ କୁମାର ଜେନାଙ୍କ ନେତୃତ୍ୱରେ ରାଜସ୍ବ ପରିଦର୍ଶକ ବନମାଳୀ ନାଏକ, ପାଟଣା ଥାନା ଏଏସ୍‌ଆଇ ମନୋରଞ୍ଜନ ସେଠୀ, ହାବିଲଦାର ରମେଶ ଚନ୍ଦ୍ର ନାଏକ, ଟାଙ୍ଗରପଡ଼ା ଆରଆଇ ଅନସୁୟା ନାଏକ, କଣ୍ଟିଆପଡ଼ା ଆର୍‌ଆଇ ବିକ୍ରମ ମିଶ୍ର, ଡୁମୁରିଆ ଆର୍‌ଆଇ ମଳୟ କୁମାର ନାୟକ, ରାଜନଗର ଆର୍‌ଆଇ ଶିବ ପ୍ରସାଦ ମହାନ୍ତ, ଅମିନ ଦେବାଶିଷ ନାଏକ ଓ ସୁରେଶ ନାଏକ ପ୍ରମୁଖଙ୍କ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri