ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ: ୩ ଘରୋଇ ପ୍ଲଟ ଉଚ୍ଛେଦ ଲାଗି ଯୋଜନା

ପୁରୀ ଅଫିସ,୨୧ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନା’ ପାଚେରୀ କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ଜାଗା ଖାଲି କରାଯିବ । ସରକାରଙ୍କ ଏହି ନିଷ୍ପତ୍ତି ପରେ ଗତବର୍ଷ ଅଗଷ୍ଟ ୧୯ ତାରିଖରୁ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଥିଲା । ମାତ୍ର ମହାମାରୀ କରୋନା ପାଇଁ ଗତ ମାର୍ଚ୍ଚ ୧୫ ତାରିଖରୁ ଉଚ୍ଛେଦ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଶୁକ୍ରବାରଠାରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ବାଲିସାହି ମୌଜାର ୩ଟି ଘରୋଇ ପ୍ଲଟ ଉଚ୍ଛେଦ ଲାଗି ପ୍ରଶାସନ ଯୋଜନା ରଖିଛି । କୋଭିଡ୍‌ ଗାଇଡ୍‌ଲାଇନକୁ ପାଳନ କରାଯାଇ ଏହି ଉଚ୍ଛେଦ କରାଯାଉଛି ବୋଲି ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା: ଗଞ୍ଜାମ ମଡେଲକୁ ପ୍ରଶଂସା କଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

ଛତ୍ରପୁର,୮ା୧୦(ଡି.ଏନ.ଏ.)- କୋଭିଡ୍‌-୧୯ର ସଫଳ ମୁକାବିଲା ପାଇଁ ଗଞ୍ଜାମ ମଡେଲ୍‌ ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରଶଂସିତ ହୋଇଛି ା ଏଥିସହ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ଅଧ୍ୟୟନ...

ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

କଟକ ଅଫିସ,୭।୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଥିବା...

ରାୟଗଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା ଅଫିସ,୩।୬: ଓଡ଼ିଶାର ୨୯ଟି ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଥିଲା ରାୟଗଡ଼ା ଜିଲା ମାତ୍ର ବୁଧବାର ରାୟଗଡ଼ାରୁ ଜଣେ...

ଖଣି ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲାର ଖଣିଖାଦାନ ଭରା ଯୋଡା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଗ୍ରାହକ ହଇରାଣ ହେଉଛନ୍ତି। ଯୋଡା ସହରରେ ଥିବା...

ଆଠମଲ୍ଲିକ ବିଧାୟକଙ୍କ ଖବରଦାତା ସମ୍ମିଳନୀ : ସ୍ବର୍ଣ୍ଣ ତ୍ରିଭୁଜ ପର୍ଯ୍ୟଟନସ୍ଥଳ ପାଇଁ ଦିଆଯିବ ପ୍ରସ୍ତାବ

ଅନୁଗୋଳ ଅଫିସ, ୮।୬- ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଉନ୍ନତି ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି ବିଧାୟକ ରମେଶ ଚନ୍ଦ୍ର ସାଏ। ପ୍ରଶାସନିକ କ୍ଷେତ୍ରରେ ଥିବା ନିଜର ଦୀର୍ଘବର୍ଷର...

ମନ୍ତ୍ରୀ, ବିଧାୟକଙ୍କ ସମେତ ଭାଜପା ରାଜ୍ୟ ସଭାପତିଙ୍କୁ କରୋନା

ଭୁବନେଶ୍ୱର ୧୫।୯(ବ୍ୟୁରୋ):ରାଜ୍ୟର ଏକାଧିକ ନେତା ଓ ମନ୍ତ୍ରୀ ବର୍ତ୍ତମାନ କରୋନା ସଂକ୍ରମଣର ଶୀକାର ହେଉଛନ୍ତି। ଲଗାତର ଭାବେ ଏହିଭଳି ଖବର ସାମ୍ନାକୁ ଆସୁଥିବା ବେଳେ ସୋମବାର...

ପ୍ରମାଣପତ୍ର ଥାଇ ମିଳୁନି ଆବାସ, ଭତ୍ତା

କୁନ୍ଦୁରା,୩୦।୧(ଡି.ଏନ୍‌.ଏ.) ଶହେ ପ୍ରତିଶତ ଭିନ୍ନକ୍ଷମ ବୋଲି ପ୍ରଶାସନ ପ୍ରମାଣପତ୍ର ଦେଇଛନ୍ତି। କିନ୍ତୁ ଏହା ସତ୍ତ୍ୱେ ଗୋରୀମଣିଙ୍କୁ ମିଳୁନି ଭତ୍ତା। ତାଙ୍କ ପରିବାରକୁ ଆବାସ ଯୋଜନାରେ ସାମିଲ କରାଯାଉ...

ବରଗଡ଼ରେ ବନ୍ଦର ପ୍ରଭାବ: କୋର୍ଟ ସମ୍ମୁଖରୁ ଫେରିଲେ ବିଚାରପତି

ବରଗଡ଼ ଅଫିସ,୫।୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ବନ୍ଦ ପାଳନ କରାଯାଉଛି। ଏହି ବନ୍ଦ ପାଳନକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ...

Advertisement
Archives

Model This Week