ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ: ୩ ଘରୋଇ ପ୍ଲଟ ଉଚ୍ଛେଦ ଲାଗି ଯୋଜନା

ପୁରୀ ଅଫିସ,୨୧ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନା’ ପାଚେରୀ କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ଜାଗା ଖାଲି କରାଯିବ । ସରକାରଙ୍କ ଏହି ନିଷ୍ପତ୍ତି ପରେ ଗତବର୍ଷ ଅଗଷ୍ଟ ୧୯ ତାରିଖରୁ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଥିଲା । ମାତ୍ର ମହାମାରୀ କରୋନା ପାଇଁ ଗତ ମାର୍ଚ୍ଚ ୧୫ ତାରିଖରୁ ଉଚ୍ଛେଦ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଶୁକ୍ରବାରଠାରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ବାଲିସାହି ମୌଜାର ୩ଟି ଘରୋଇ ପ୍ଲଟ ଉଚ୍ଛେଦ ଲାଗି ପ୍ରଶାସନ ଯୋଜନା ରଖିଛି । କୋଭିଡ୍‌ ଗାଇଡ୍‌ଲାଇନକୁ ପାଳନ କରାଯାଇ ଏହି ଉଚ୍ଛେଦ କରାଯାଉଛି ବୋଲି ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ୨ଶହ ଟଙ୍କା ନକଲି ନୋଟ

ଜି.ଉଦୟଗିରି, ୨୧ା୨: କନ୍ଧମାଳ ଜିଲା ଜି.ଉଦୟଗିରି ବଜାରରେ ୨ଶହ ଟଙ୍କିଆ ନକଲି ନୋଟ ଧରାପଡିଛି। ବ୍ରଜ ଖୁଣ୍ଟିଆ ନାମକ ଜଣେ ବ୍ୟକ୍ତିଙ୍କର ବଜାରରେ ଏକ ପକୋଡା...

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଶୀର୍ବାଦ

କଟକ ଅଫିସ,୧୫ା୧୦: ଅର୍ଥତତ୍ତ୍ବ(ଏଟି) ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଜାମିନ ପାଇଁ ସୋମବାର...

ଖୋର୍ଦ୍ଧାରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୫ା୩ (ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ମଙ୍ଗଳବାର ରାତିରେ ଖୋର୍ଦ୍ଧାରେ ଚଢ଼ାଉ କରି ୩୦୫ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିବା ସହ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ...

କାର୍ଯ୍ୟାଦେଶ, ପଟ୍ଟା ବଣ୍ଟନ : ‘ଲାଞ୍ଚକୁ ପ୍ରଶ୍ରୟ ଦିଆଯିବନାହିଁ ’

କାମାକ୍ଷାନଗର,୮।୮(ଡି.ଏନ.ଏ.)  ମୁଣ୍ଡ ଉପରେ ଛାତ ପରିବାରକୁ ସୁରକ୍ଷିତ ରଖେ। ଏହାକୁ ହୃଦୟଙ୍ଗମ କରିଛନ୍ତି ଏବେକାର ସରକାର। ଜନସାଧାରଣଙ୍କ ସୁଖସୁବିଧା ଲାଗି ଆବାସ ଯୋଜନା କାର୍ଯ୍ୟକାରୀ କରାଯାଇଛି।...

ଡିଏନ୍‌ଏ ଟେଷ୍ଟ ପାଇଁ ଦିଲ୍ଲୀ ଗଲା ୨୯ ନମୁନା

ଭୁବନେଶ୍ୱର, ୯।୬(ବ୍ୟୁରୋ): ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ୨୮୮ ଜଣ ମୃତ୍ୟୁବରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଭୁବନେଶ୍ୱର ଏମ୍‌ସକୁ ମୋଟ୍‌ ୧୬୨ଟି ମୃତଦେହ ଅଣାଯାଇଥିବାବେଳେ ୮୦ଟି...

ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ

ବାଉଁଶୁଣୀ,୭।୪(ଡି.ଏନ୍‌.ଏ.): ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲା ବାଉଁଶୁଣୀ ଥାନା ତାଳେସରଡା ପଞ୍ଚାୟତ ପଲସପାଟ ଗ୍ରାମରେ ।...

ସାହାସପୁର ମହାବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ ‘ସଂକଳ୍ପ ନେଇ ଶିକ୍ଷାଲାଭ କଲେ ସିଦ୍ଧି ନିଶ୍ଚିତ ମିଳିବ’

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୧୭ା୮(ଡି.ଏନ.ଏ.)- ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଅଛି। ଛାତ୍ରୀଛାତ୍ର, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା...

ବିଏମ୍‌ସିର ଏନ୍‌ଓସି ପ୍ରସ୍ତାବକୁ ପୂଜା କମିଟିର ନା

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜଧାନୀରେ ଦୁର୍ଗାପୂଜା ପାଇଁ ମଣ୍ଡପଗୁଡ଼ିକ ବିଭିନ୍ନ ବିଭାଗର ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ଆଣିଥାନ୍ତି। ପୋଲିସ, ଅଗ୍ନିଶମ, ପୂର୍ତ୍ତ, ବିଦ୍ୟୁତ୍‌, ସାଧାରଣ ପ୍ରଶାସନ...

Advertisement
Archives

Model This Week