Posted inଜାତୀୟ

ବିମୁଦ୍ରୀକରଣ ମାମଲାର ବିଚାର ଅକ୍ଟୋବର ୧୨ରେ…

ନୂଆଦିଲ୍ଲୀ, ୨୮।୯ : ଅକ୍ଟୋବର ୧୨ ରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ବିମୁଦ୍ରୀକରଣ ମାମଲାର ଶୁଣାଣି କରିବେ। ଶୁଣାଣି ସମୟରେ ପ୍ରଥମେ ନିଷ୍ପତ୍ତି ନିଆଯିବ ଯେ ଏହି ପ୍ରସଙ୍ଗରେ ଶୁଣିବାକୁ କିଛି ବାକି ଅଛି କି ନାହିଁ? ପୁରୁଣା ୫୦୦ ଏବଂ ୧୦୦୦ ନୋଟ ବନ୍ଦକୁ ବିରୋଧ କରି ୨୦୧୬ ମସିହାରେ ଅନେକ ଆବେଦନ କୋର୍ଟରେ ଦାଖଲ କରାଯାଇଥିଲା। ୧୬ ଡିସେମ୍ବର ୨୦୧୬ରେ ଏହି ମାମଲାକୁ ସମ୍ବିଧାନିକ ବେଞ୍ଚକୁ ପଠାଯାଇଥିଲା।

ନୋଟ ବନ୍ଦ କରିବାକୁ ଭାରତ ସରକାରଙ୍କ ନିଷ୍ପତ୍ତି ବିରୋଧରେ ବିବେକ ନାରାୟଣ ଶର୍ମାଙ୍କ ଦ୍ୱାରା ମଧ୍ୟ ପିଟିଶନ ଦାଖଲ କରାଯାଇଛି। ଏହା ୮ ନଭେମ୍ବର ୨୦୧୬ର ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରିଛି। ବର୍ତ୍ତମାନ ଏହି ବିଜ୍ଞପ୍ତି ଧାରା ୨୬ (୨) ଏବଂ ଧାରା ୭,୧୭,୨୩,୨୪,୨୯ ଏବଂ ୪୨ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ଅଧିନିୟମ ୧୯୩୪ ଅନୁସାରେ ଅଧିକାରହୀନ କି ନାହିଁ ତାହା ବିଚାର କରାଯିବ। ଏହା ସମ୍ବିଧାନର ଧାରା ୩୦୦(ଏ)ର ବ୍ୟବସ୍ଥାର ଉଲ୍ଲଂଘନ କରୁଛି କି ନାହିଁ ତାହାର ବିଚାର ମଧ୍ୟ କରାଯିବ।

ଏହା ବ୍ୟତୀତ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ଆକ୍ଟ, ୧୯୩୪ ଅନୁଯାୟୀ ବିଜ୍ଞପ୍ତି ଜାରି କରାଯାଇଛି କି ନାହିଁ ଏବଂ ଏହା ସମ୍ବିଧାନର ଧାରା ୧୪ ଏବଂ ୧୯ ଅନୁଯାୟୀ ଅଛି କି ନାହିଁ ଏବଂ ଏଥିରୁ ନଗଦ ଟଙ୍କା ଉଠାଇବା ଉପରେ ସୀମା ଅଛି କି ନାହିଁ ତାହା ମଧ୍ୟ କୋର୍ଟ ବିଚାର କରିବେ। ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଥିବା ଅର୍ଥ ଆଇନରେ କୌଣସି ଆଧାର ନାହିଁ ଏବଂ ଏହା ଧାରା ୧୪, ୧୯ ଏବଂ ୨୧ ର ଉଲ୍ଲଂଘନ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?