Posted inଜାତୀୟ

କୃଷକ ଆନ୍ଦୋଳନ: ଦିଲ୍ଲୀକୁ ଲାଗି ରହିଥିବା ଅଧା ଡଜନରୁ ଅଧିକ ସୀମା ସିଲ୍‌

ନୂଆଦିଲ୍ଲୀ,୪ ।୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ୩ କୃଷି ଆଇନକୁ ଫେରାଇ ନେବା ଦାବି କରି ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶ ସମେତ କିଛି ରାଜ୍ୟର କୃଷକ ଗତ ୮ ଦିନ ହେବ ଧାରଣାରେ ବସିଛନ୍ତି । ଏମାନଙ୍କ ଧାରଣା ଯୋଗୁ ଦିଲ୍ଲୀ, ହରିୟାଣା ଓ ଉତ୍ତର ପ୍ରଦେଶର ପାଖାପାଖି ଏକ ଡଜନରୁ ଅଧିକ ବର୍ଡରକୁ ସିଲ୍ କରି ଦେଇଛି ପ୍ରଶାସନ । ଏହାପରେ ସାଧାରଣ ଲୋକଙ୍କ ଗମନାଗମରେ ନାନା ବାଧା ଉପୁଜୁଛି । ଦିଲ୍ଲୀ-ଏନ୍‌ସିଆର୍‌ରେ ଯା’ଆସ ପାଇଁ ୱେକଲ୍ପିକ ମାର୍ଗ ରହିଛି ହେଲେ ଏହି ମାର୍ଗରେ ବି ଲୋକଙ୍କ ଯା’ଆସରେ ସମସ୍ୟା ଦେଖାଦେଇଛି । କୃଷକମାନେ ଟ୍ରାକ୍ଟର, ଟ୍ରଲି ଆଦିରେ ଜାତୀୟ ରାଜପଥରେ ବିରୋଦ ପ୍ରଦର୍ଶନ କରୁଥିବାରୁ ସାଧାରଣ ଲୋକେ ଯାତାୟାତ କରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?