Odisha Elections 2024

ନ୍ୟାୟିକ ସୁଧାର ନେଇ ପ୍ରଦର୍ଶନ: ନେତାନ୍ୟାହୁ ହସ୍ପିଟାଲରେ ଭର୍ତ୍ତି…

ଜେରୁଜେଲମ,୨୩।୭ : ବହୁ ସଂଖ୍ୟକ ବିକ୍ଷୋଭକାରୀ ଇସ୍ରାଏଲର ନ୍ୟାୟିକ ସଂସ୍କାର ବିଲ ବିରୋଧରେ ଏକ ରାଲି କରିଥିଲେ। ନ୍ୟାୟିକ ସଂସ୍କାର ବିଲ ଉପରେ ପୂର୍ବରୁ ଆଲୋଡ଼ନ ସୃଷ୍ଟି ହୋଇଛି। ଆସନ୍ତା ସପ୍ତାହ ଆରମ୍ଭରେ ଏହି ବିଲ ଉପରେ ଚୂଡ଼ାନ୍ତ ଭୋଟ ଅନୁଷ୍ଠିତ ହେବ। ବିକ୍ଷୋଭକାରୀମାନେ କେନ୍ସେଟ ନିକଟରେ ଏକ ତମ୍ବୁ ସହର ସ୍ଥାପନ କରିଛନ୍ତି। ଏହି ସମୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ରବିବାର ସକାଳେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ତାଙ୍କ ଛାତିରେ ବର୍ତ୍ତମାନ ପେସମେକର ଲଗାଯିବ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ରବିବାର ସକାଳେ ଏହି ସୂଚନା ଦେଇଛି। ଏହା କୁହାଯାଇଛି ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ସେଡେସନ ଅର୍ଥାତ ବେହୋସ ଭାବରେ ରଖାଯିବ। ସୂଚନାଯୋଗ୍ୟ, ଗତ ସପ୍ତାହରେ ନେତାନ୍ୟାହୁଙ୍କୁ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତା’ପରେ ମଧ୍ୟ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଅଧିକାରୀମାନେ କହିଛନ୍ତି ସେ ବେହୋସ ହୋଇଥିଲେ, କିନ୍ତୁ ଡାକ୍ତରଖାନାରେ ସମ୍ପୂର୍ଣ୍ଣ ସଚେତନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣଗ୍ରସ୍ଥ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜେରବାଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ...

୧୭ ଘଣ୍ଟା ପରେ ମିଳିଲା ଇରାନ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଠାବ, ମିଳିନି ରାଷ୍ଟ୍ରପତିଙ୍କ ସନ୍ଧାନ

ନୂଆଦିଲ୍ଲୀ,୨୦।୫: ଇରାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଉଦ୍ଧାରକାରୀ ଦଳ ପାଇଛନ୍ତି। ତେବେ ରାଷ୍ଟ୍ରପତି ରଇସି ଏବଂ ହେଲିକପ୍ଟରରେ ତାଙ୍କ ସହ ଯାତ୍ରା...

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri