ଅର୍ଥ ବ୍ୟବସ୍ଥାକୁ ଧ୍ୱଂସ କରିଛି ବିମୁଦ୍ରୀକରଣ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏଭଳି ପଦକ୍ଷେପ ଦେଶର ଅର୍ଥ ବ୍ୟବସ୍ଥାକୁ ବରବାଦ କରି ଦେଇଛି। ଏଭଳି ଏକ ଘୋଷଣା ଦେଶର ହିତ ସପକ୍ଷରେ କେବେ ଯାଇ ନ ପାରେ। ସରକାରଙ୍କ ଏଭଳି ଏକ ନିଷ୍ପତ୍ତି ଯୋଗୁ ଏହାର ପ୍ରଭାବ ଦେଶର ଅର୍ଥ ବ୍ୟବସ୍ଥାକୁ ସାମ୍ନା କରିବାକୁ ପଡୁଛି। ବାଲାଂଦେଶର ଜିଡିପି ଭାରତକୁ କିଭଳି ଟପିଗଲା ବୋଲି ରାହୁଲ ପ୍ରଶ୍ନ ଉଠାଇଛନ୍ତି। ସେ ପୁଣି କହିଛନ୍ତି, ସରକାର ପୁଞ୍ଜିପତିଙ୍କ ହାତରେ ଦେଶକୁ ଟେକି ଦେଇ ସାଧାରଣ ଲୋକଙ୍କୁ ହଇରାଣ କରିବା ଭଳି ଯୋଜନା ଉପରେ କାମ କରୁଛନ୍ତି। ଏହାକୁ ନେଇ କଂଗ୍ରେସ ପକ୍ଷରୁ ଏକ ଡିଜିଟାଲ କ୍ୟାମ୍ପେନ ସ୍ପିକ ଅପ୍‌ ଏଗେନ୍‌ଷ୍ଟ ଡେମୋ ଡିଜାଷ୍ଟର କ୍ୟାମ୍ପେନ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବସ୍ତି ଗ୍ରୁପ୍‌ ପକ୍ଷରୁ ୧୦ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୧୨-୫: ସ୍ବସ୍ତି ଗ୍ରୁପ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଗ୍ରୁପର ଉପସଭାପତି ପ୍ରିୟନାଥ ବେହେରା ମୁଖ୍ୟ...

ଦୁର୍ଦ୍ଦଶା ଲାଗି ଅଟୋ ସେକ୍ଟର ନିଜେ ଦାୟୀ: ରାଜୀବ ବଜାଜ

ମୁମ୍ବାଇ,୧୧।୯: ଗତ କିଛି ମାସ ହେବ ଅଟୋମୋବାଇଲ ସେକ୍ଟରରେ ସଙ୍କଟ ଆସିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥିପାଇଁ ଲୋକଙ୍କ ମାନସିକତାକୁ ଦାୟୀ କରିଛନ୍ତି। ଲୋକେ...

ଅଧ୍ୟବସାୟରୁ ବ୍ୟବସାୟିକ ସଫଳତା

ବାଣିଜ୍ୟ ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ମନ ବଳାଇଥିଲେ। ଉଚ୍ଚଶିକ୍ଷା ପରେ ଦେଶର କିଛି ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନରେ ଯୋଗଦେବା ସହ ସେ ୧୯୯୧-୯୨ରେ ସୁପ୍ରିମ୍‌...

ନୂଆ ବର୍ଷରେ ନୂଆ ମେଗା ଧାରାବାହିକ ‘ଖୁସିର ଛୁଙ୍କ୍‌’

ଭୁବନେଶ୍ୱର,୨୭।୧୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂଆ ବର୍ଷରେ ନୂଆ ମେଗା ଧାରାବାହିକ ‘ଖୁସିର ଛୁଙ୍କ୍‌’ ସମ୍ପର୍କରେ ଘୋଷଣା କରାଯାଇଛି।...

୧୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର କଳାଧନ ଠାବ

ନୂଆଦିଲ୍ଲୀ,୨୨।୧୧: ଆୟକର ବିଭାଗ ପକ୍ଷରୁ ଗୁଜରାଟର ଏକ କମ୍ପାନୀ ଉପରେ ଚଢ଼ାଉ କରାଯାଇ ପ୍ରାୟ ୧୦୦ କୋଟି ଟଙ୍କାର କଳାଧନ ଠାବ କରାଯାଇଛି। ଏହା ରିୟଲ...

ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି

ଭୁବନେଶ୍ୱର,୯।୧୧: ଓଡ଼ିଶାର ହସ୍ପିଟାଲିଟି ଛାତ୍ରୀଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟସ୍ତରର କୁକିଂ ପ୍ରତିଯୋଗିତା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍‌...

‘ସତ୍ୟନିଷ୍ଠ ଓ ସ୍ବଚ୍ଛତା ଆଣିବାକୁ ଶପଥ ପାଠ’

ଭୁବନେଶ୍ୱର,୧।୧୧: ପୂର୍ବତଟ ରେଳପଥ ପକ୍ଷରୁ ସ୍ଥାନୀୟ ରେଳ ମୁଖ୍ୟାଳୟ ‘ରେଳସଦନ’ଠାରେ ସତର୍କତା ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି। ଏପରିକି ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ...

ତୃତୀୟ ସର୍ବବୃହତ୍ତ ମାର୍କେଟ ପ୍ଲେସ ହେଲା ସ୍ନାପଡିଲ୍‌

ନୂଆଦିଲ୍ଲୀ,୨୩-୧୦: ଇ-କମର୍ସ କମ୍ପାନୀ ସ୍ନାପଡିଲ କଞ୍ଜ୍ୟୁମର ଟ୍ରାଫିକରେ ଦେଶର ତୃତୀୟ ସର୍ବବୃହତ୍ତ ମାର୍କେଟ ପ୍ଲେସ ହୋଇ ପାରିଛି। ଏ କ୍ଷେତ୍ରରେ ଆମାଜନ ପ୍ରଥମ ସ୍ଥାନରେ ରହିଥିବା...

Advertisement
Archives

Model This Week