କଟକରେ ବଢୁଛି ଡେଙ୍ଗୁ ସଂକ୍ରମଣ

କଟକ ଅଫିସ,୩୦ା୮: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ଦିନକୁ ଦିନ ଡେଙ୍ଗୁ ସଂକ୍ରମଣ ବଢିବାରେ ଲାଗିଛି ା ସହରରେ ବର୍ତ୍ତମାନ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। କଟକ ଜଗତ୍‌ପୁର, ଶଙ୍କରପୁର, ମର୍କତନଗର, ମଙ୍ଗଳାବାଗ, ଯୋବ୍ରା ଅଞ୍ଚଳରୁ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଜଗତ୍‌ପୁର ଅଞ୍ଚଳରୁ ଚିହ୍ନଟ ହୋଇଥିବା ସର୍ବାଧିକ ୭ ଜଣ ଡେଙ୍ଗୁରୋଗୀଙ୍କର ଭୁବନେଶ୍ୱର ଲିଙ୍କ୍‌ ରହିଛି। ଗତ ଏକମାସ ମଧ୍ୟରେ ସହରରେ ୨୭ ରୋଗୀ ଚିହ୍ନଟ ହୋଇଥିବା ସିଏମ୍‌ସି ପକ୍ଷରୁ ସୂଚନା ମିଳିଛି ା
ସହରରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଅନେକ ସ୍ଥାନରେ ଆବର୍ଜନା ଗଦା ହେଉଥିବାବେଳେ ବିଭିନ୍ନ ୱାର୍ଡରେ ସପ୍ତାହରୁ ଅଧିକ ଦିନ ଧରି ବର୍ଷାଜଳ ଜମି ରହୁଛି। ଏଥିଯୋଗୁ ସେଠାରେ ଏଡିସ୍‌ ମଶା ବଂଶବିସ୍ତାର କରୁଥିବାରୁ ଡେଙ୍ଗୁ ବ୍ୟାପୁଥିବା ଅଭିଯୋଗ ହେଉଛି। ହେଲେ ଏ ଦିଗରେ ସିଏମ୍‌ସି ପକ୍ଷରୁ ପ୍ରତିକାର ବ୍ୟବସ୍ଥା କରାଯାଉନାହିଁ। ଏ ସମ୍ପର୍କରେ ନଗର ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର କହିଛନ୍ତି, ଡେଙ୍ଗୁ ନିରାକରଣ ପାଇଁ ସିଏମ୍‌ସି ପକ୍ଷରୁ ପଦକ୍ଷେପ ନିଆଯାଉଛି। ବୁସ୍‌ କଟିଂ ସହ ଲୋକମାନଙ୍କୁ ସଚେତନ କରାଯାଉଛି। ଏଥିସହ ପ୍ରତ୍ୟେକ ଶନିବାର ଡେଙ୍ଗୁ ପ୍ରବଣ ଅଞ୍ଚଳରେ ସଚେତନ ଶୋଭାଯାତ୍ରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ସମ୍ପତ୍ତି ୬୪.୯୮କୋଟି: ଗତ ଆର୍ଥିକ ବର୍ଷ ତୁଳନାରେ ବଢିଛି…

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି। ନବୀନଙ୍କ ସମ୍ପତ୍ତି ଗତ ଆର୍ଥିକ ବର୍ଷ ତୁଳନାରେ...

ବଙ୍ଗୀୟ ଭାଷୀଙ୍କ ଉପରେ ନଜର: ସମୁଦ୍ର ପଥରେ କଡ଼ା ପାଟ୍ରୋଲିଂ

ମହାକାଳପଡ଼ା, ୨୭।୪ (ଡି.ଏନ୍‌.ଏ.)-ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୧୦ରେ ପହଞ୍ଚତ୍ଛି। ଏବେ ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା କରୋନା ହଟ୍‌ସ୍ପଟ୍‌ ରହିଥିବା ବେଳେ...

‘ପଛୁଆବର୍ଗଙ୍କ ବିକାଶ ପାଇଁ ରାଜ୍ୟ ସରକାର ବଦ୍ଧ ପରିକର’

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାର ପଛୁଆବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ସଂଶୋଧନ) ବିଲ୍‌ ୨୦୨୦ ସୋମବାର ବିଧାନସଭାରେ ଅନୁମୋଦନ ଲାଭ...

ପାଣି ମୁନ୍ଦେ ପାଇଁ ଚାଲିବାକୁ ପଡୁଛି ମାଇଲ ମାଇଲ ବାଟ

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମତାପକୁ ଜଳକଷ୍ଟ ଏବେ ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପାନୀୟ ଜଳ ମୁନ୍ଦେ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ଜାତୀୟ ରାଜପଥ କାର୍ଯ୍ୟ ନିମ୍ନମାନର; ଭାଙ୍ଗିଯାଉଛି ନବନିର୍ମିତ ଡ୍ରେନ୍‌ ସ୍ଲାବ୍‌

କାମାକ୍ଷାନଗର, ୧୧।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଦେଇ ଯାଇଥିବା ୨୦୦ନଂ. ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ହେଲେ ଏହି କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା...

ନର୍ସିଂ ଛାତ୍ରୀ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୮ ଅଭିଯୁକ୍ତ ଗିରଫ, ଆଜି ହେବେ କୋର୍ଟ ଚାଲାଣ; ଜଣେ ନାବାଳକ ବି ସମ୍ପୃକ୍ତ

ଜୁନାଗଡ,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାକତ୍ାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୮ଜଣଙ୍କୁ...

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭଦ୍ରକ ଅଫିସ, ୨୨।୩ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ରବିବାର ରାତିରେ ଭଦ୍ରକ ଚରମ୍ପା ଅଞ୍ଚଳରୁ ଜବତ କରାଯାଇଛି ୧୫୨ ଗ୍ରାମର ବ୍ରାଉନସୁଗାର।...

ସାତକୋଶିଆକୁ ରାମ୍‌ସର ମାନ୍ୟତା

ଭୁବନେଶ୍ୱର, ୩ା୮(ବ୍ୟୁରୋ): ଭାରତର ଆଉ ୧୦ଟି ଆର୍ଦ୍ରଭୂମି ରାମ୍‌ସର ମାନ୍ୟତା ପାଇଛି। ଏଥିରେ ଓଡ଼ିଶାର ସାତକୋଶିଆ ଗଣ୍ଡ ସ୍ଥାନ ପାଇଛି। ଏ ନେଇ ବୁଧବାର କେନ୍ଦ୍ର...

Advertisement
Archives

Model This Week