୨୦୧୦ ପରେ ଜନ୍ମିତ ବ୍ୟକ୍ତିଙ୍କୁ ତମାଖୁ ବିକିବା ମନା

କୋପେନହାଗେନ,୧୭।୩: ଭବିଷ୍ୟତ ପିଢିକୁ ତମାଖୁମୁକ୍ତ କରିବାକୁ ଡେନମାର୍କ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ଆରମ୍ଭ କରିଚନ୍ତି। ୨୦୧୦ ପରେ ଜନ୍ମ ହୋଇଥିବା ବ୍ୟକ୍ତିଙ୍କୁ ସିଗାରେଟ ଏବଂ ଅନ୍ୟାନ୍ୟ ନିକୋଟିନ ଉତ୍ପାଦ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇବାକୁ ଚିନ୍ତା କରୁଛନ୍ତି ଡେନମାର୍କ ସରକାର। ଆବଶ୍ୟକ ହେଲେ ବୟସ ସୀମାକୁ ଧୀରେ ଧୀରେ ବଢାଇ ଏହି ପିଢିକୁ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇବାକୁ ଆମେ ପ୍ରସ୍ତୁତ ବୋଲି ଡେନମାର୍କର ସ୍ବାସ୍ଥ୍ୟମନ୍ତ୍ରୀ ମାଗ୍‌ନସ ହେନିକେ କହିଛନ୍ତି।
ଡେନମାର୍କରେ ପ୍ରଚଳିତ ନିୟମ ଅନୁଯାୟୀ, ୧୮ ବର୍ଷରୁ କମ ବୟସରେ ସିଗାରେଟ କିଣିବା କିମ୍ବା ଇଲେକ୍ଟ୍ରୋନିକ ସିଗାରେଟ ଟାଣିବା ଉପରେ ନିଷେଧାଦେଶ ରହିଛି। ତେବେ ଡେନମାର୍କରେ ୧୫ରୁ ୨୯ ବର୍ଷ ବୟସର ୩୧% ଲୋକ ଧୂମପାନ କରୁଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଦର୍ଶାଇଛନ୍ତି।
କର୍କଟ ରୋଗର ମୁକାବିଲା ପାଇଁ ଡେନମାର୍କ ଆସୋସିଏସନ ଦ୍ୱାରା କରାଯାଇଥିବା ଏକ ସର୍ଭେ ଅନୁଯାୟୀ ୬୪% ଉତ୍ତରଦାତା ଏହି ଯୋଜନା ପାଇଁ ଭୋଟ ଦେଇଛନ୍ତି। ଏହା ଦର୍ଶାଉଛି ଯେ ଲୋକମାନେ ସରକାରଙ୍କ ସପକ୍ଷରେ ଅଛନ୍ତି ଏବଂ ଖୁବ ଶୀଘ୍ର ଏହା ଉପରେ ଏକ ଆଇନ ପ୍ରଣୟନ କରାଯିବ।
ପ୍ରତିବର୍ଷ ସ୍କାଣ୍ଡିନେଭିଆ (Nordic Region) ରେ ୧୩,୬୦୦ ଲୋକ କର୍କଟ ରୋଗରେ ପ୍ରାଣ ହରାନ୍ତି। ଏହା ପଛରେ ଧୂମପାନ ହେଉଛି ସବୁଠାରୁ ବଡ କାରଣ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri