ଡେନମାର୍କରେ ନୂଆ ସରକାର ଗଠନ, ମୋଦି ଜଣାଇଲେ ଶୁଭେଚ୍ଛା

କୋପେନହାଗେନ,୧୬ ।୧୨: ଡେନମାର୍କରେ ନୂଆ ସରକାର ଗଠନ ହୋଇଛି । ନିର୍ବାଚନର ୬ ସପ୍ତାହ ପରେ ନୂଆ ସରକାର ଗଠନ ହୋଇଥିବା ସେଠାକାର ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଟେ ଫ୍ରେଡରିକସନଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି କହିଛନ୍ତି, ମୁଁ ଭାରତ-ଡେନମାର୍କ ଗ୍ରୀନ ଷ୍ଟ୍ରାଟେଜିକ ପାର୍ଟନରଶିପକୁ ମଜଭୁତ କରିବାକୁ ଆମର ସହଯୋଗକୁ ଜାରି ରଖିବାକୁ ତତ୍ପର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଲୋଚନା ସାଙ୍ଗକୁ ଆକ୍ରମଣ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୪ା୩:ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ୟୁକ୍ରେନ୍‌ ଦଖଲ ସ୍ବପ୍ନ ସାକାର ହୋଇ ନ ଥିବାରୁ ସେ ଏବେ ରଣନୀତି ବଦଳାଇଛନ୍ତି। ପୁଟିନ୍‌ଙ୍କ ଶକ୍ତିଶାଳୀ ସୈନ୍ୟ ପଡ଼ୋଶୀ...

ଉହାନ ଲ୍ୟାବ୍‌ରୁ ଲିକ୍‌ ହୋଇ ଥାଇପାରେ କରୋନା ଭାଇରସ୍‌, ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଦେଲେ ସୂଚନା…

ଜେନେଭା, ୨୩।୬ : ଚାଇନାରୁ କରୋନା ଭାଇରସ ଉତ୍ପତ୍ତି ନେଇ କରାଯାଉଥିବା ଦୋଷାରୋପରୁ ଦୂରେଇ ରଖିବାକୁ କରିବାକୁ ଡବ୍ଲୁଏଚଓ ସର୍ବଦା ଏଡ଼ାଇ ଆସିଥିଲା। ଡବ୍ଲୁଏଚଓ ଏଥିପାଇଁ...

ସ୍କୁଲ ଯାଉଛି ରୋବୋ

ଟୋକିଓ: ପ୍ରାୟତଃ ପିଲାମାନେ ରୋଗରେ ପଡ଼ିଲେ ସ୍କୁଲ ଯିବାକୁ ପସନ୍ଦ କରି ନ ଥାନ୍ତି। ଏହି ସମୟରେ ସ୍କୁଲରେ ପାଠ ପଢ଼ା ଆଗେଇ ଯାଉଥିବା ବେଳେ...

ଗିଲଗିଟ୍‌-ବଲ୍ଟିସ୍ତାନରେ ବିଦ୍ୟୁତ-ଗହମ ଅଭାବ: ଲୋକଙ୍କ ପ୍ରଦର୍ଶନ ଜାରି…

ଇସଲାମାବାଦ,୭।୧୨ : ପାକିସ୍ତାନ ଅଧିକୃତ କଶ୍ମୀରର ଗିଲଗିଟ୍‌-ବଲ୍ଟିସ୍ତାନର ସ୍କାର୍ଦୁ ସହରର ଲୋକମାନେ ବିଦ୍ୟୁତ ଓ ଗହମ ଅଭାବକୁ ନେଇ ଅଧିକାରୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ପାକିସ୍ତାନକୁ ଆତଙ୍କବାଦୀ ସଂଗଠନ ଟିଟିପିର ଧମକ, ସର୍ତ୍ତ ଉଲ୍ଲଂଘନ କରୁଛନ୍ତି ସରକାର, ଏବେ ହଟିବ ଅସ୍ତ୍ରବିରତି…

ଇସଲାମାବାଦ, ୪।୯ : ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ ପାକିସ୍ତାନ(ଟିଟିପି) ଏହାର ମାସେ ଧରି ଚାଲିଥିବା ଅନିର୍ଦ୍ଦିଷ୍ଟ ଅସ୍ତ୍ରବିରତି ଶେଷ କରିବାକୁ ଘୋଷଣା କରିଛି। ଆଫଗାନିସ୍ତାନ ତାଲିବାନ...

ବାଂଲାଦେଶରେ ବାୟୁ ପ୍ରଦୂଷଣ

ଢାକା,୧୦ା୯: ବାଂଲାଦେଶ ରାଜଧାନୀ ଢାକାରେ ବାୟୁର ଗୁଣବତ୍ତା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏଠାରେ ବାୟୁ ଗୁଣବତ୍ତା ଶନିବାର ଅତ୍ୟନ୍ତ ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଦୁନିଆର...

କୁନି ଝିଅ ପିଠିରେ ଘରର ଠିକଣା ଲେଖିଲେ ମା’

କ୍ୱିଭ୍‌,୫।୪: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ୪୧ ଦିନରେ ପହଞ୍ଚିଛି। ରୁଷିଆ ୟୁକ୍ରେନର ଅନେକ ବଡ ସହରକୁ ଧ୍ୱଂସ କରିଦେଇଛି। ଲକ୍ଷ ଲକ୍ଷ...

କୋକେନ୍‌ ପାଇଁ ମଝି ଆକଶରେ ମୃତ୍ୟୁ

ମେକ୍ସିକୋ ସିଟି,୨୮।୫: ଜାପାନର ଜଣେ ୪୨ ବର୍ଷୀୟ ଯୁବକ ପାକସ୍ଥଳୀ ଓ ଖାଦ୍ୟନଳୀର ତଳଭାଗରେ ୨୪୬ ପ୍ୟାକେଟ କୋକେନ୍‌ ନେଇ ବିମାନ ଯାତ୍ରା କରୁଥିବା ବେଳେ...

Advertisement
Archives

Model This Week