Posted inଜାତୀୟ

ଘନ କୁହୁଡ଼ି ସଙ୍କଟ, ୨୫୦ରୁ ଅଧିକ ଟ୍ରେନ୍‌ ବାତିଲ…

ନୂଆଦିଲ୍ଲୀ୨୧।୧୨ : ଉତ୍ତର ଏବଂ ପୂର୍ବ ଭାରତର ଅଧିକାଂଶ ରାଜ୍ୟରେ ଘନ କୁହୁଡ଼ି ସଙ୍କଟର ସମ୍ମୁଖୀନ ହେଉଛନ୍ତି। ଘନ କୁହୁଡ଼ି ଯୋଗୁ ଟ୍ରାଫିକ ବ୍ୟବସ୍ଥା ଖରାପ ପ୍ରଭାବିତ ହେଉଛି। ଏହାର ସବୁଠାରୁ ଖରାପ ପ୍ରଭାବ ରେଳବାଇ ଉପରେ ପଡିଛି। ଭାରତୀୟ ରେଳବାଇ ଦେଇଥିବା ସୂଚନା ଅନୁଯାୟୀ ବୁଧବାର ୨୫୦ରୁ ଅଧିକ ଟ୍ରେନକୁ ବାତିଲ କରାଯାଇଛି। ଯେଉଁଥିପାଇଁ ଲୋକମାନେ ଯିବାଆସିବାରେ ବଡ଼ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

କେତେକ ଟ୍ରେନ୍‌ର ଗତିପଥକୁ ମଧ୍ୟ ପରିବର୍ତ୍ତନ କରାଯାଇଛି। ଘନ କୁହୁଡ଼ି ଯୋଗୁ ବହୁ ଟ୍ରେନ୍‌ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାତ୍ରା କରୁଥିବା ରେଳବାଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦୋନ୍ନତିରେ ସଂରକ୍ଷଣ ହଟିଲେ କର୍ମଚାରୀ ଅଶାନ୍ତି ସୃଷ୍ଟି ହୋଇପାରେ: କେନ୍ଦ୍ର

ନୂଆଦିଲ୍ଲୀ,୨ା୪ : ସରକାରୀ ଚାକିରିରେ ଥିବା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀଙ୍କୁ ପଦୋନ୍ନତି କ୍ଷେତ୍ରରେ ମିଳୁଥିବା ସଂରକ୍ଷଣ ସୁବିଧାକୁ ହଟାଗଲେ ଅଶାନ୍ତି ଓ ବିବାଦ...

କାହିଁକି ଜରୁରୀ ଅବତରଣ କଲା ଏୟାର ଏସିିଆ ବିମାନ

ନୂଆଦିଲ୍ଲୀ,୯।୪: ଏୟାର ଏସିଆ ବିମାନରେ ଉତ୍ତେଜନା। ବିମାନର ଜରୁରୀ ଅବତରଣ କରାଇଲେ ପାଇଲଟ। ଏହି ଘଟଣା ଘଟିଛି ନୂଆଦିଲ୍ଲୀରେ। ବେଙ୍ଗାଲୁରୁରୁ ଦିଲ୍ଲୀ ଯାଉଥିବା ଏୟାର ଏସିଆ...

ନିୟନ୍ତ୍ରଣରେ ରହିବ ତୈଳ ଦର

ନୂଆଦିଲ୍ଲୀ,୧୬ା୩: ସାଧାରଣ ଲୋକଙ୍କ ହିତକୁ ନଜରରେ ରଖି ଇନ୍ଧନ ଦର ନିୟନ୍ତ୍ରଣ ରଖିବା ଉଦ୍ଦେଶ୍ୟରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମଙ୍ଗଳବାର ସରକାରଙ୍କ ପକ୍ଷରୁ...

ବ୍ଲାକ୍‌ ଆଉଟ୍‌ ଆଶଙ୍କା

ନୂଆଦିଲ୍ଲୀ/ ଭୁବନେଶ୍ୱର,୧୧।୧୦ (ବ୍ୟୁରୋ): ଦେଶର ପ୍ରାୟ ୭୦% ବିଦ୍ୟୁତ୍‌ ଚାହିଦା କୋଇଲାରୁ ପୂରଣ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ପାଓ୍ବାର ପ୍ଲାଣ୍ଟଗୁଡ଼ିକ ସାଧାରଣତଃ ୧୫ରୁ ୩୦...

କ୍ଷମା ମାଗିଲେ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ

ନୂଆଦିଲ୍ଲୀ,୧୯ ।୧୨: କଂଗ୍ରେସ ଦଳର ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ପୁଅ ବିବେକ ଡୋଭାଲଙ୍କୁ କ୍ଷମା ମାଗିଛନ୍ତି...

ସୁପ୍ରିମକୋର୍ଟରେ କେବଳ ଜରୁରୀ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୪ା୩(ପି.ଟି.): ଘାତକ ମହାମାରୀ କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାବେଳେ ଏହି ସଂକ୍ରମଣକୁ ଏଡାଇବା ଲାଗି ଶୁକ୍ରବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୧୬ରୁ...

କରୋନା ଟିକା ନେଇ ୬୯ ପ୍ରତିଶତ ଭାରତୀୟଙ୍କ ମନରେ ସନ୍ଦେହ: ସର୍ଭେ

ନୂଆଦିଲ୍ଲୀ,୬।୧: ଦେଶରେ କରୋନା ଟିକା ସାର୍ବଜନୀକ ଭାବେ ଦିଆଯିବା ନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେଶରେ କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଟିକାଦାନ ପାଇଁ...

ଗଣେଶ ପୂଜା ପରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା, ସ୍ବାସ୍ଥ୍ୟ ଅଧିକାରୀଙ୍କ ସତର୍କ ସୂଚନା…

ମୁମ୍ବାଇ,୧୨।୯: ଗଣେଶ ପୂଜା ପରେ ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏନେଇ ରାଜ୍ୟ ସର୍ଭେଲାନ୍ସ୍‌ ଅଧିକାରୀ ଡ.ପରାଦୀପ୍‌ ଆଓ୍ବଟେ ଚେତାବନୀ...

Advertisement
Archives

Model This Week