ପୁଣି ଥରେଇଲା ଦାରିଙ୍ଗବାଡି

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ସୋମବାର ବହୁ ସମୟ ଧରି ବର୍ଷା ହୋଇଛି। ଫଳରେ କୋହଲା ପାଗ ସାଙ୍ଗକୁ ଘନ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏପରିକି ଅଞ୍ଚଳରେ ଦିନ ତମାମ ଶୀତ ଅନୁଭୂତ ହୋଇଛି। କୁହୁଡି ବିଳମ୍ବିତ ରାତିରୁ ସକାଳ ୧୦ଟା ପର୍ଯ୍ୟନ୍ତ ରହିଥିଲା। ଫଳରେ ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା।

ଏପରିକି ଦିନ ଏବଂ ରାତିରେ ତାପମାତ୍ରା ଏକ ପ୍ରକାର ସମାନ ରହିଛି। ଅପହଞ୍ଚ ଓ ଅଧିକ ଜଙ୍ଗଲ ରହିଥିବା ଗାଁଗୁଡିକରେ ପାରଦ ୧୦ ଡିଗ୍ରୀ ତଳେ ରହିଥିବା କୁହାଯାଇଛି। ସନ୍ଧ୍ୟା ପରଠାରୁ ଲୋକେ ନିଆଁ ଲଗାଇ ବସିଥିବା ବେଳେ କାମ ଧନ୍ଦା କିମ୍ବା ଜରୁରୀ କାର୍ଯ୍ୟ ନ ଥିଲେ ଲୋକେ ଘରୁ ପଦାକୁ ବାହାରୁ ନ ଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri