ସକ୍ରିୟ ହେଉଛି ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୧ା୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହା ପରେ ଲଘୁଚାପ ୩ ଦିନ ଧରି ଉତ୍ତର-ଉତ୍ତର ପୂର୍ବଦିଗକୁ ମୁହାଁଇ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରି ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ରବିବାରଠାରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ୪୫ରୁ ୫୫ ଓ ସର୍ବାଧିକ ୬୫ କିମି ଯାଏ ରହିବ । ଏଥିସହ ପବନର ବେଗ ଧୀରେ ଧୀରେ ବୃଦ୍ଧି ପାଇବ । ୨୩, ୨୪ ବେଳକୁ ପବନର ବେଗ ୫୫ରୁ ୬୫ ବେଳେ ବେଳେ ୮୦ କିମି ବେଗରେ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri