ଗିରଫ ହେଲେ ଦେବଗଡ଼ ବିଧାୟକ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ରବିବାର ଗିରଫ ହୋଇଛନ୍ତି। ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ ନେଇ ଦେବଗଡ଼ ଏସ୍‌ଡିପିଓ ସୂଚନା ଦେଇଛନ୍ତି। ବିଧାୟକଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଦେବଗଡ଼ ପୋଲିସ ଗିରଫ କରିଛି। ବିଧାୟକଙ୍କ ସମେତ ୨ ଜଣ ସହଯୋଗୀଙ୍କୁ ମଧ୍ୟ ପୋଲିସ ଗିରଫ କରିଛି।
ସୂଚନାନୁସାରେ, ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ଶନିବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ସମର୍ଥକଙ୍କ ସହିତ ମିଶି ସଂଘବଦ୍ଧ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଡିଓ ଦଳପତି ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ବିଡିଓ ଦଳପତି ଏ ନେଇ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଦୁଇ ଦିନ ଧରି ଯୁଦ୍ଧ ଜାରି ରହିଛି । ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିିମିର ପୁଟିନ୍‌ ଯୁଦ୍ଧ ନେଇ ଘୋଷଣା କରିବା...

ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତା ମାଧପୁର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ୧୨ ଚକିଆ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ...

ଆଜିଠାରୁ ଟାଙ୍ଗୀ, ଚନ୍ଦକାକୁ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର, ୨୪।୧ (ବ୍ୟୁରୋ):କଟକ ଟାଙ୍ଗୀ ଓ ଚନ୍ଦକାକୁ ଗଡିବ ‘ମୋ ବସ୍‌’। ଏହି ଅଞ୍ଚଳରେ ମୋ ବସ୍‌ ଚଳାଚଳ ଲାଗି ଦୀର୍ଘଦିନରୁ ଲୋକେ ଦାବି କରି...

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚିଥିବା ରାଜ୍ୟ...

୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣରେ ହୋଇପାରେ ବିଳମ୍ବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ଦ୍ୱିତୀୟ ଲହରକୁ ନେଇ ଲୋକେ ଭୟଭୀତ ହୋଇପଡ଼ୁଛନ୍ତି। ଏଭଳି ପରସ୍ଥିତିରେ ୧୮ରୁ ୪୪ ବର୍ଷ ପର୍ଯ୍ୟନ୍ତ ସମସ୍ତଙ୍କୁ...

ଡାକ୍ତରଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା

ପୁରୀ ଅଫିସ,୨୦।୩: ବିଶ୍ୱବାସୀଙ୍କ ନିଦ ଉଡ଼ାଇଥିବା କରୋନା ଏବେ ଭାରତରେ ନିଜ କାୟା ବିସ୍ତାର କରିବାରେ ଲାଗିଲାଣି। ଭାରତରେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି।...

ଏଫ୍‌ଏମ୍‌ରେ ସଚେତନତା ବାର୍ତ୍ତା ଦେଲେ ଟ୍ରାଫିକ୍‌ ଡିସିପି

ଭୁବନେଶ୍ୱର.୯।୧୦(ବ୍ୟୁରୋ): ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜା ଶେଷ ହୋଇଛି। ବୁଧବାର ଧରାପୃଷ୍ଠରୁ ମା’ଙ୍କୁ ବିଦାୟ ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ଭସାଣି ଯାତ୍ରା ବହୁ ଧୁମ୍‌ଧାମ୍‌ରେ ଅନୁଷ୍ଠିତ...

ଅନିଶ୍ଚିତତାରେ ଧଉଳି ରୋପ୍‌ ଓ୍ବେ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୬ା୭(ଡିଏନ୍‌.ଏ.): ଧଉଳିରେ ହେବାକୁ ଥିବା ରୋପ୍‌ ଓ୍ବେ ପାଇଁ ଆଶା ମଉଳିଛି। ରୋପ୍‌ ଓ୍ବେ ନିର୍ମାଣ ପାଇଁ କାର୍ଯ୍ୟଭାର ଦିଆଯାଇଥିବା ସଂସ୍ଥା ଠିକ୍‌...

Advertisement
Archives

Model This Week