Posted inଜାତୀୟ

ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ମିଳିଲା ରାଷ୍ଟ୍ରୀୟ ଜଳ ପୁରସ୍କାର

ଦେଓଘର, ୧୨ା୧୧: ଜଳ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଝାଡ଼ଖଣ୍ଡର ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ‘ରାଷ୍ଟ୍ରୀୟ ଜଳ ପୁରସ୍କାର’ ପ୍ରଦାନ କରାଯାଇଛି। ଭର୍ଚୁଆଲ କାଯର୍ର୍‌ୟକ୍ରମ ମାଧ୍ୟମରେ ଜଳଶକ୍ତି, ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ରାଷ୍ଟ୍ରମନ୍ତ୍ରୀ ରତନ ଲାଲ କାଟାରିଆଙ୍କଠାରୁ ସତ୍‌ସଙ୍ଗ ସଭାପତି ଡା. ଅଲୋକ କୁମାର ଚକ୍ରବର୍ତ୍ତୀ ଗୁରୁବାର ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଆବାସିକ ଜଳ ସଂରକ୍ଷଣର ସଫଳ ପରିଚାଳନା ସକାଶେ ଧାର୍ମିକ ଅନୁଷ୍ଠାନ ଭାବେ ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ୨୦୧୯ବର୍ଷ ପାଇଁ ପ୍ରଥମ ପୁରସ୍କାର ଲାଗି ଚୟନ କରାଯାଇଥିଲା। ସୂଚନାଯୋଗ୍ୟ,ବର୍ଷାଜଳ ସଂରକ୍ଷଣ ଲାଗି ସତ୍‌ସଙ୍ଗ ଆଶ୍ରମରେ ବହୁ ଗୃହର ଛାତ ଉପରେ ବ୍ୟବସ୍ଥା କରାଯାଇଛି। ଏହା ସହିତ ଉପଯୋଗ ହୋଇଥିବା ଜଳର ପୁନଃ ବ୍ୟବହାର ପ୍ରକ୍ରିୟା ମଧ୍ୟ ଏଠାରେ କରାଯାଉଥିବା ସହ-ସମ୍ପାଦକ ଶିବାନନ୍ଦ ପ୍ରସାଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri