ସ୍ଥଳଭାଗ ଛୁଇଁଲା ଅବପାତ, ପ୍ରବଳ ବର୍ଷା ଜାରି

ଭୁବନେଶ୍ବର,୧୩।୯: ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଅବପାତ(ଡିପ୍‌ ଡିପ୍ରେସନ) ସୋମବାର ସ୍ଥଳଭାଗ ଛୁଇଁଛି। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୪୮ ଘଣ୍ଟାରେ ଏହା ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଛତିଶଗଡ଼, ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଏହାର ପ୍ରଭାବର ଓଡ଼ିଶାର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ଓ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ଜାରି ରହିଛି। ଏପରି କି ଛତିଶଗଡ଼, ମଧ୍ୟପ୍ରଦେଶ, ଦକ୍ଷିଣ ଗୁଜରାଟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଦର୍ଶାଇଛି ପାଣିପାଗ ବିଭାଗ

ତେବେ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଦୁର୍ବଳ ହୋଇ ଡିପ୍ରେସନରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ କୁହାଯାଇଛି। ଡିପ୍‌ ଡିପ୍ରେସନ ପ୍ରଭାବରେ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗର ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ନିର୍ଦ୍ଧେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ…

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri