Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଦାୟୀ ରିଜିଜୁ…

ନୂଆଦିଲ୍ଲୀ,୧୮।୫ : ତେବେ ମନ୍ତ୍ରଣାଳୟର ପରିବର୍ତ୍ତନ ପରେ ତାଙ୍କର ପ୍ରଥମ ଟୁଇଟରେ ରିଜିଜୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଇନ ମନ୍ତ୍ରୀ ଭାବରେ ତାଙ୍କୁ ସୁଯୋଗ ଦେଇଥିବାରୁ ଧନ୍ୟବାଦ ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଭାବେ କାର୍ଯ୍ୟ କରିବା ଏକ ସମ୍ମାନର ବିଷୟ।

ମୋ ପ୍ରତି ସମର୍ଥନ ପାଇଁ ମୁଁ ପ୍ରଧାନବିଚାରପତି ଡି.ଓ୍ବାଇ, ଚନ୍ଦ୍ରଚୂଡ଼, ସୁପ୍ରିମକୋର୍ଟର ସମସ୍ତ ବିଚାରପତି, ହାଇକୋର୍ଟର ସମସ୍ତ ମୁଖ୍ୟ ବିଚାରପତି, ନିମ୍ନ ନ୍ୟାୟପାଳିକା ଏବଂ ସମସ୍ତ ଆଇନ ଅଧିକାରୀଙ୍କୁ ଧନ୍ୟବାଦ ଜଣାଉଛି । ସେମାନଙ୍କର ସମର୍ଥନ ଆମ ନାଗରିକମାନଙ୍କୁ ନ୍ୟାୟ ପାଇବା ପ୍ରକ୍ରିୟାକୁ ସହଜ ଏବଂ ସୁନିଶ୍ଚିତ କରିଛି। ମୁଁ ସମାନ ଉତ୍ସାହ ଏବଂ ଶକ୍ତି ସହିତ ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟରେ କାର୍ଯ୍ୟ କରିବି ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଦର୍ଶ ପୂରଣ କରିବାକୁ ଚେଷ୍ଟା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri