ଡ୍ରିପ୍ରେସନ୍‌ରୁ ହୋଇପାରେ ହାର୍ଟ ଆଟାକ୍‌

ଡିପ୍ରେସନ ବା ଅବସାଦ ଏଭଳି ଏକ ସମସ୍ୟା ଯାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଅତ୍ୟଧିକ କାମ ଚାପ, ପାରିପାର୍ଶ୍ୱିକ ପରିସ୍ଥତି ଆଦି ଏଥିପାଇଁ କେତେକାଂଶରେ ଦାୟୀ। ତେବେ ଏହା ଦୀର୍ଘଦିନ ଧରି ଲାଗି ରହିଲେ ତାହା ଆଉ ଏକ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାକୁ ଡାକି ଆଣିଥାଏ। ତାହା ହେଲା ହୃଦ୍‌ଘାତ। କେତେକ ବ୍ୟକ୍ତିଙ୍କର ହୃଦ୍‌ଜନିତ ସମସ୍ୟା ପଛରେ ଆଉ କି କି କାରଣ ରହିଛି ତାହାକୁ ତର୍ଜମା କରିବା ବେଳେ ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକଥା ଜାଣପାରିଥିଲେ। ଅଧିକାଂଶ ସମୟ ଚୁପଚାପ ରହିବା, ଏଣୁତେଣୁ କଥା ସବୁବେଳେ ଭାବିବା, ଅଯଥା ଟେନସନଗ୍ରସ୍ତ ହେବା ଦ୍ୱାରା ଏହାର ପ୍ରଭାବ ରକ୍ତ ସଞ୍ଚାଳନ ଉପରେ ପଡ଼େ। ଯେତେବେଳେ ଶରୀରରେ ରକ୍ତ ସଞ୍ଚାଳନରେ ଏପଟ ସେପଟ ହୁଏ ସେତେବେଳେ ଏହାଦ୍ୱାରା ହୃତପିଣ୍ଡ କାର୍ଯ୍ୟଧାରା ମଧ୍ୟ ପ୍ରଭାବିତ ହୁଏ। ଏପରିକି ଅଯଥାରେ ହାର୍ଟ ଆଟାକ ବା ହୃଦ୍‌ଘାତ ଭଳି ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ତେଣୁ ନିଜକୁ ଡିପ୍ରେସନଠାରୁ ଯେତେ ସମ୍ଭବ ଦୂରେଇ ରଖିବା ସହ ମାନସିକତାକୁ ସକାରାତ୍ମକ ରଖିବାକୁ ସେମାନେ ପରାମର୍ଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ: ନିର୍ଜନ ଦ୍ୱୀପରେ ଆଶ୍ରୟ ନେଇଛନ୍ତି ୨୦ରୁ ଅଧିକ କଙ୍କଡ଼ା ଧରାଳି, ପହଞ୍ଚିନି ସଚେତନତା ବାର୍ତ୍ତା

ମହାକାଳପଡ଼ା,୨୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ଅନୁଯାୟୀ,…

ରାହୁଲ ଗାନ୍ଧୀଙ୍କ ମାମଲାର ରାୟ ଆସିବାକୁ ଲାଗିଲା ୮ ବର୍ଷ, ଜାଣନ୍ତୁ କ’ଣ ନିଷ୍ପତ୍ତି ନେଲେ କୋର୍ଟ

ନୂଆଦିଲ୍ଲୀ, ୨୬।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ତଥା ସାଂସଦ ରାହୁଲ ଗାନ୍ଧୀଙ୍କୁ ୮ ବର୍ଷ ପୁରୁଣା ମାନହାନି ମାମଲାରେ ଆଶ୍ୱସ୍ତି ମିଳିଛି। ସୋମବାର, ଅକ୍ଟୋବର…

କମାଲ କଲେ ବୈଭବଙ୍କ ଭାଇ ଆଶୀର୍ବାଦ, ଚୌକା-ଛକା ବର୍ଷା କରି ଦଳକୁ ଦେଲେ ରୋମାଞ୍ଚକ ବିଜୟ

ନୂଆଦିଲ୍ଲୀ, ୨୬।୧୦: ବୈଭବ ସୂର୍ଯ୍ୟବଂଶୀ ନ୍ୟୁଜିଲାଣ୍ଡ ଗସ୍ତରେ ଅଛନ୍ତି। ଦ୍ୱିତୀୟ ଟି-୨୦ ମ୍ୟାଚରେ ସେ ମାତ୍ର ୪ ରନ କରି ଆଉଟ ହୋଇଯାଇଥିଲେ। କିନ୍ତୁ ତାଙ୍କ ଭାଇ…

ରାହୁଲ ଗାନ୍ଧୀଙ୍କ ଗସ୍ତ ବେଳେ ଅଘଟଣ: କାରକେଡ ପଛରେ ଗାଡ଼ି ଧକ୍କା, ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ, ୨୬।୧୦: ଉତ୍ତରପ୍ରଦେଶର ପୂର୍ବାଞ୍ଚଳ ଏକ୍ସପ୍ରେସେୱରେ କଂଗ୍ରେସ ନେତା ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ କାରକେଡ ପଛରେ ଯାଉଥିବା ଗାଡ଼ିଗୁଡ଼ିକ ଦୁର୍ଘଟଣାଗ୍ରସ୍ତ…

ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ

ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା…

ଓଜନ କମାଇବ ଫ୍ରୁଟ୍‌ ଜୁସ୍‌

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। କାରଣ ଏଥିରେ ବିଭିନ୍ନ ପ୍ରକାର ଭିଟାମିନ ଭରି ରହିଛି। ଏହା ଶରୀରକୁ…

ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କୁ ଛଟେଇ ନେଇ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଦଣ୍ଡ ପ୍ରଣାମ ମାରିମାରି…

ଖୋର୍ଦ୍ଧା,୨୬ା୧୦(ପ୍ରଭାତ ପାଣିଗ୍ରାହୀ): ‘ଟାଟା ହଟାଅ, ଓଡ଼ିଶା ବଞ୍ଚାଅ’ ନାରାରେ ଖୋର୍ଦ୍ଧାରେ ତେଜିଛି ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କ ଆନ୍ଦୋଳନ। ଖୋର୍ଦ୍ଧା ବିଦ୍ୟୁତ୍‌ ଡିଭିଜନ ଅଧୀନ ୧୮ଟି ସେକ୍ସନରେ କାର୍ଯ୍ୟରତ…

ବିବାଦ ଘେରରେ କଟକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ତହସିଲଦାରଙ୍କୁ ରାଜସ୍ବ କ୍ଷମତା ହସ୍ତାନ୍ତରକୁ ନେଇ ଉଠିଲା ପ୍ରଶ୍ନ

କଟକ ସଦର,୨୬ା୧୦(ସୁଶାନ୍ତ କୁମାର ଜେନା): ୨୦୨୫ରେ କଟକ ଜିଲାପାଳ ଏକ ନିର୍ଦ୍ଦେଶନାମା ଜାରି କରି ସରକାରୀ ଜମିର ହସ୍ତାନ୍ତର କରିବାର କ୍ଷମତା ଜିଲାର ସମସ୍ତ ତହସିଲଦାରଙ୍କୁ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?