ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରାଯାଇ ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ସୃଷ୍ଟି ହୋଇଛି। ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ପରେ ଏହା ଦିଗ ବଦଳାଇ ଘୂର୍ଣ୍ଣିବାତ୍ୟାରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି। ଏହି ବାତ୍ୟା ୨୫ ତାରିଖ ସକାଳେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଛୁଇଁବ। ଏହା ପ୍ରଭାବରେ ୨୩ ରାତିରୁ ଉପକୂଳରେ ବର୍ଷା ଆରମ୍ଭ ହେବ। ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri