ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍‌ ଥିଲେ ଆସିବନି ଟଙ୍କା, ଏମିତି କରିବାକୁ ଅପିଲ୍ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୧: ରାଜ୍ୟ ସରକାରଙ୍କର ସୁଭଦ୍ରା ଯୋଜନାରେ ଆସନ୍ତା ଡିସେମ୍ବର ମାସ ପହିଲା ସୁଦ୍ଧା ୧ କୋଟି ମହିଳା ହିତାଧିକାରୀ ଆର୍ଥିକ ସହାୟତା ପାଇଥିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀମତୀ ପରିଡ଼ା କହିଛନ୍ତି ଆସନ୍ତା ରବିବାର ସୁଦ୍ଧା ଆଉ ୨୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଅର୍ଥରାଶି ପ୍ରଦାନ କରାଯିବ। ତେବେ ଗୋଟିଏ ମୋବାଇଲ ନମ୍ବରରେ ଏକାଧିକ ବ୍ୟାଙ୍କ ଆକାଉଣ୍ଟ ଲିଙ୍କ ଥିବାରୁ ସମସ୍ୟା ଦେଖିବାକୁ ମିଳୁଛି। ଏଥିପାଇଁ ଅନେକ ମହିଳା ଏହି ଯୋଜନାରେ ସାମିଲ ହୋଇପାରୁ ନାହାନ୍ତି।

ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୋଟିଏ ମୋବାଇଲ ନମ୍ବରରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟ ଦେବା ଲାଗି ଅପିଲ କରିଛନ୍ତି। ଏଥିସହିତ ବାଦ୍‌ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ୍‌ କରିବା ନେଇ ଆଜି ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହାପରେ ପରିଡ଼ା କହିଛନ୍ତି ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି। ତେବେ ଏହି ତୃତୀୟ ପର୍ଯ୍ୟାୟରେ ରାଜ୍ୟର ସମସ୍ତ ଅଙ୍ଗନବାଡି ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କୁ ଟଙ୍କା ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri