ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ତେବେ ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ୍ ଜିଲାର ଚାଷୀନେତାଙ୍କୁ ଉଠାଇ ନେଉଥିବା ସୂଚନା ମିଳିଛି। ବରଗଡ଼ ସହରସ୍ଥିତ ଘରୁ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଉଠାଇ ନେଇଛି। ସେହିପରି ଅନ୍ୟ ଚାଷୀନେତାଙ୍କୁ ମଧ୍ୟ ପୋଲିସ ଖୋଜାଖୋଜି କରୁଥିବା ସୂଚନା ମିଳିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri