ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ଦିଆଯାଇଥିବା ନିର୍ଯାତନା ଘଟଣା ଏବଂ ରାଜ୍ୟ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସିଂଦେଓ କହିଛନ୍ତି, ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯାହା ପଦକ୍ଷେପ ନିଆଯିବା କଥା ତାହା ନିଆଯାଇଛି। ଏହି ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଂଦେଓ ଟାର୍ଗେଟ୍‌ କରିଛନ୍ତି। ନବୀନ ଯେଉଁ କଥା କହିଛନ୍ତି ତାହାକୁ ବିଚାର କରିବା ପୂର୍ବରୁ ପ୍ରଥମେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଘଟଣାରେ ସେ କ’ଣ ପଦକ୍ଷେପ ନେଇଛନ୍ତି ତାହାର ଉତ୍ତର ରଖନ୍ତୁ ବୋଲି ସିଂଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri