ସୁଭଦ୍ରା ଯୋଜନା ଶୁଭାରମ୍ଭକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ: ଆବେଦନ ପ୍ରକ୍ରିୟା ହେବ…

ଭୁବନେଶ୍ୱର,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅର୍ଥାତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ । ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ଏ ନେଇ ଗଣମାଧ୍ୟମକୁ ବଡ଼ ବୟାନ ଦେଇଛନ୍ତି।
ବଜେଟ୍‌ରେ ୧୦ ହଜାର କୋଟି ବ୍ୟୟ ବରାଦ ପରେ ପୁରା ପ୍ରକ୍ରିୟା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ହିତାଧିକାରୀ କେମିତି ସୁଭଦ୍ର ଯୋଜାନାର ଲାଭ ପାଇବେ ? କେତେ ମହିଳା ଏଥିରେ ସାମିଲ ହେବେ। କେମିତ ଆବେଦନ କରିବେ। ଏ ନେଇ ସେ ବିସ୍ତୃତ ସୂଚନା ଦେଇଛନ୍ତି, ସପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ, ତେବେ ଅଗଷ୍ଟ ୧୫ ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିବ। ସେ କହିଛନ୍ତି, ଏ ନେଇ ସରକାର କୌଣସି ବିଜ୍ଞପ୍ତି ପ୍ରକାଶ କରି ନାହାନ୍ତି।
କୌଣସି ଫର୍ମ ବାହାରି ନାହିଁ, ଏସଓପି ପ୍ରସ୍ତୁତି ଚାଲିଛି। ବୁଦ୍ଧିଜୀବୀଙ୍କ ମତାମତ ପରେ ଏସଓପି ପ୍ରସ୍ତୁତ କରାଯିବ। ସୁଭଦ୍ରାକୁ ନେଇ ଉଠୁଥିବା ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ। ଆବେଦନ ପ୍ରକ୍ରିୟାକୁ ସରଳ କରାଯିବ। ଏ ନେଇ ମହିଳାଙ୍କ ମତାମତ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଯୋଜନାରେ ଅଧିକରୁ ଅଧିକ ମହିଳା କିପରି ଉପକୃତ ହେବେ ସେଥିପ୍ରତି ସରକାର ଯୋଜନା ଚାଲିଥିବା ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri