Posted inରାଜ୍ୟ

‘ସୁଭଦ୍ରା’କୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହିଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବାଦ୍‌ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷରେ ଆଜି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡ଼ିଥିଲେ। ଏବେ ସମସ୍ତଙ୍କୁ GPL ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ। ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି ସେମାନଙ୍କୁ ବାହାର କରି ନୂଆମାନଙ୍କୁ ସୁଯୋଗ ମିଳିବବ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri