Posted inଜାତୀୟ

ସାଇକେଲରେ ଉପମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସଚେତନତା ସୃଷ୍ଟି କରିବା ଲାଗି ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଦିଆ ରବିବାର ସାଇକେଲ ରାଲିରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ରାହାଗିରି ସଂସ୍ଥା ପକ୍ଷରୁ ଆୟୋଜନ କରାଯାଇଥିଲା।

ଏକ ବିଦ୍ୟୁତ୍‌ ଚାଳିତ ସାଇକେଲ ଚଳାଇ ସିସୋଦିଆ କହିଛନ୍ତି ଯେ, ବାୟୁ ପ୍ରଦୂଷଣ ରୋକିବା ଲାଗି ଲୋକେ ପ୍ରତିଦିନ ନ ହେଲେ ସପ୍ତାହରେ ଥରେ ଅବା ମାସରେ ଥରେ ସାଇକେଲ ଚଳାଇଲେ ଏହାଦ୍ୱାରା ଅନ୍ୟମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ହୋଇପାରିବ। ପରବର୍ତ୍ତୀ ସମୟରେ ସେମାନେ ବାୟୁ ପ୍ରଦୂଷଣ କମ୍‌ କରିବା ଭଳି କାର୍ଯ୍ୟକୁ ପ୍ରାଥମିକତା ଦେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...

ଭଗତ ସିଂଙ୍କ ବଦଳରେ ଚନ୍ଦ୍ରଶେଖର ଆଜାଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ପ୍ରିୟଙ୍କା ହେଲେ ଟ୍ରୋଲ୍‌

ନୂଆଦିଲ୍ଲୀ, ୨୮।୯: କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ପ୍ରିୟଙ୍କା ଚତୁର୍ବେଦୀ ସଂଗ୍ରାମୀ ଶହୀଦ୍‌ ଭଗତ ସିଂଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ଦେଇ ସୋସିଆଲ୍‌ ମିଡ଼ିଆରେ ଟ୍ରୋଲ୍‌ ହେବାରେ ଲାଗିଛନ୍ତି।...

ନକଲି ଡିଗ୍ରୀ ମାମଲା: ଅଭିଷେକ ବାନାର୍ଜୀଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ ଏମ୍‌ପି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଦିଲ୍ଲୀର ଏକ ସ୍ପେଶାଲ କୋର୍ଟ ନୋଟିସ ଜାରି...

ଆଫ୍ରିକାନ୍‌ ସ୍ବାଇନ୍‌ ଫିଭରରେ ମଲେଣି ୧୫ ହଜାର ଘୁଷୁରି

ଗୁଆହାଟୀ,୧୫।୫: ଆସାମରେ ଦେଖାଦେଇଛି ଆଫ୍ରିକାନ୍‌ ସ୍ବାଇନ୍‌ ଫିଭର(ଏଏସ୍‌ଏଫ୍‌)। ଏଥିରେ ୧୫ ହଜାର ଘୁଷୁରି ମଲେଣି। ୩୩ ଜିଲାରୁ ୧୦ ଜିଲାରେ ଏହି ରୋଗ ମାଡ଼ିଚାଲିଛି। ଏହାର...

ଆତ୍ମନିର୍ଭର ଭାରତ ପାଇଁ ୫-ଆଇ ଯୋଜନା, ଲୋକେ ପାଦେ ଆଗେଇଲେ ସରକାର ଆଗେଇବେ ୪ ପାଦ: ମୋଦି

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍‌ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ...

ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାଙ୍କ ପାଇଁ ମାଗଣା ବସ୍‌ ସେବା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୮: ରାଖୀ ପୂର୍ଣ୍ଣିମା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ଏକ ବଡ ଉପହାର ଦେଇଥିବା କଥା କହିଛନ୍ତି। ଆସନ୍ତା ଅକ୍ଟୋବର ୨୯ରୁ ଦିଲ୍ଲୀରେ...

ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି (ଏଏପି) ଏବେ ପର୍ଯ୍ୟନ୍ତ ହୋଇଥିବା ମତଗଣନାରେ ବହୁମତରେ ଆଗରେ ରହିଛି। ଏନେଇ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ...

Advertisement
Archives

Model This Week