ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ବିଧାନସଭାରେ ନବୀନ ବାବୁଙ୍କୁ କହିବାର ସୁଯୋଗ ଥିଲା। କାହିଁକି ଆସିଲେ ନାହିଁ, କାହିଁକି ତାଙ୍କ ମତ ରଖିଲେ ନାହିଁ। ନବୀନ ଏମିତି କହିବା ଅର୍ଥ କେବଳ ରାଜନୀତି, ଆଉ କିଛି ନୁହେଁ ବୋଲି କେଭି ସିଂଦେଓ କହିଛନ୍ତି।

ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ୧୧ ହଜାର ଟଙ୍କା ଥିବାବେଳେ ସରକାର ଏହାକୁ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ତେବେ ଏହି ବର୍ଦ୍ଧିତ ଦରମା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ଏହି ବର୍ଦ୍ଧିତ ଦରମା ନେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି। ନବୀନ ଏହାକୁ ଗରିବଙ୍କ କଲ୍ୟାଣରେ ଉପଯୋଗ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଜେଡିର ଅନ୍ୟ ବିଧାୟକମାନେ ନବୀନଙ୍କ ରାସ୍ତାରେ ଯିବେ ନାବ ନାହିଁ ଅର୍ଥାତ୍‌ ସେମାନଙ୍କ ବର୍ଦ୍ଧିତ ଦରମା ନେବେ କି ନାଇଁ ତାହାକୁ ନେଇ ଜୋର୍‌ଦାର ଚର୍ଚ୍ଚା ବଢ଼ିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri