ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଚଳିତ ସପ୍ତାହରେ…

ଭୁବନେଶ୍ବର,୮ା୧: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସୁଭଦ୍ରା ଟଙ୍କା ପାଇବେ । ପୂର୍ବରୁ ବାଦ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ପୁଣିଥରେ ସାମିଲ କରାଯାଇଛି ।

କହିରଖୁଛୁକି, ଗତ ନଭେମ୍ୱର ମାସରେ ଆରମ୍ଭ ହୋଇଥିଲା ଆବେଦନ ପ୍ରକ୍ରିୟା । ନୂଆ କରି ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀଙ୍କୁ ପ୍ରଥମ ଥର ମିଳିବ ସୁଭଦ୍ରା ଟଙ୍କା । ୫୦୦୦ ଟଙ୍କା ଲେଖାଏଁ ପାଇବେ ।  ତେବେ ପୂର୍ବରୁ ଯେଉଁମାନେ ବାଦ୍ ପଡିଥିଲେ ସେମାନେ ସମସ୍ତ କିସ୍ତି ଏକାଥରେ ପାଇବେ ।  ସେହିପରି ଅଭିଯୋଗ ଶୁଣାଣି ରେ ୨୪ହଜାର ୧୮ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି ।   ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri