ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବଡ଼ ଘୋଷଣା: ସମ୍ବଲପୁରରେ ହେବ…

ଭୁବନେଶ୍ୱର,୧୮।୮: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ସମ୍ବଲପୁରରେ କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟ ଖୋଲିବ ବୋଲି ଉପମୁଖ୍ୟମନ୍ତ୍ରୀ ସିଂହଦେଓ କହିଛନ୍ତି।

ଉପମୁଖ୍ୟମନ୍ତ୍ରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ଏହି ସୂଚନା ଦିଆଯାଇଛି। କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟ ଖୋଲିବ ଦ୍ୱାରା କୃଷି ଗବେଷଣାକୁ ଆଗକୁ ବଢ଼ାଇବା ସହ ଚାଷୀଙ୍କୁ ସଶକ୍ତ କରିବ ବୋଲି ସେ କହିଛନ୍ତି। ଏପରିକି କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ସ୍ନାତକ ଓ ସ୍ନାତକୋତ୍ତର ସୃଷ୍ଟି କରିବ। ଉତ୍ପାଦ ବୃଦ୍ଧି ଏବଂ ଲାଭଦାୟକ କୃଷି ପ୍ରଣାଳୀ ବିକାଶରେ ସହାୟକ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri