କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ, କହିଲେ ମାସେ ଭିତରେ ଯଦି…

ଭୁବନେଶ୍ୱର,୩୧ା୭: କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି। ଆଇସିସି କମିଟି ନ କଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ। ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri