ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଦଳିବ ଡ୍ରେସକୋର୍ଡ

ଭୁବନେଶ୍ବର,୨।୨: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତିର ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍ । ପ୍ରଭାତୀ ପରିଡ଼ା କହିଛନ୍ତି, ନୂଆ ରୂପ ପାଇବ ମିଶନ ଶକ୍ତି । ସେମାନଙ୍କର ଡ୍ରେସକୋର୍ଡ ମଧ୍ୟ ବଦଳିବ । ଉତ୍କଳ ଦିବସରୁ ନୂଆ ଡ୍ରେସ୍‌ କୋଡ୍‌ ଲାଗୁ ହେବ । ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍‌ ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

 

Dharitri – Odisha’s No.1 Odia Daily

 

Share